Masthead

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ବାହାରେ ବୋମାର ଆତଙ୍କ

ଲକ୍ଷ୍ନୌ(ବଡ଼ ଖବର ବ୍ୟୁରୋ):  ମୁଖ୍ୟମନ୍ତ୍ରୀଙ୍କ ବାସଭବନ ବାହାରେ ବୋମାର ଆତଙ୍କ । ଏଭଳି ଘଟଣା ଘଟିଛି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବାସଭବନ ବାହାରେ । ବୋମା ଆତଙ୍କ ଖେଳିଯିବା ପରେ ପୁଲିସ ଘଟଣାସ୍ଥଳରେ ତଲାସି ଆରମ୍ଭ କରିଥିଲେ । ଜାଣିବାକୁ ପାଇଥିଲା ଯେ ଏହା ମିଛ ବୋଲି । ମୁଖ୍ୟମନ୍ତ୍ରୀଙ୍କ ଘର ନିକଟରୁ ପୁଲିସ ଅଧିକାରୀମାନେ ବୋମା ପାଇନଥିଲେ।

ତେବେ ବୋମା ଥିବା ଖବର ପାଇବାପରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ବାହାରେ ସୁରକ୍ଷା କଡ଼ାକଡ଼ି କରାଯାଇଛି । ଘଟଣାସ୍ଥଳରେ ବୋମା ନିଷ୍କ୍ରିୟକାରୀ ଦଳ ପହଞ୍ଚି ଯାଞ୍ଚ କରିଛନ୍ତି।। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ନିକଟରେ ସର୍ଚ୍ଚ ଅପରେସନ୍‌ ଜାରି ରହିଛି। ଡିସିପି କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ବାସଭବନ ବାହାରେ ବୋମା ଥିବା ଖବର ଦିଲ୍ଳୀ ପୁଲିସ କଣ୍ଟ୍ରୋଲ ରୁମ୍‌କୁ ଆସିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ