Masthead

ଆଜି ପହଞ୍ଚିବେ ୧୨ ଚିତା

ମଧ୍ୟପ୍ରଦେଶର କୁନୋ ନ୍ୟାସନାଲ ପାର୍କରେ କ୍ୱାରେଣ୍ଟାଇନରେ ରହିବେ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜି ଭାରତରେ ପହଞ୍ଚିବେ ୧୨ ଚିତା । ଦକ୍ଷିଣ ଆଫ୍ରିକାରୁ ଆସୁଥିବା ଏହି ମାସେ ଧରି ମଧ୍ୟପ୍ରଦେଶର କୁନୋ ନ୍ୟାସନାଲ ପାର୍କରେ କ୍ୱାରେଣ୍ଟାଇନରେ ରହିବେ । ଗୁରୁବାର ଦିନ ୧୨ ଚିତା ସହ ଭାରତୀୟ ବାୟୁସେନାର ବିମାନ ଦକ୍ଷିଣ ଆଫ୍ରିକାରୁ ବାହାରି ସାରିଛି । ପାଖାପାଖି ୮ହଜାର କିଲୋମିଟର ଯାତ୍ରା କରି ୫ଟି ଅଣ୍ଡିରା ଓ ୭ଟି ମାଈ ଚିତା କୁନୋ ନ୍ୟାଶନାଲ ପାର୍କରେ ପହଞ୍ଚିବେ ।

ସକାଳ ୧୦ଟା ବେଳେ ବିମାନ ଅବତରଣ କରିବେ । ଗ୍ୱାଲିୟରରୁ ତିନୋଟି ହେଲିକପ୍ଟର ଯୋଗେ ୧୨ ଚିତାକୁ କୁନୋ ପାର୍କ ନିଆଯିବ । ହେଲିକପ୍ଟର ଅବତରଣ ପାଇଁ ୫ଟି ହେଲିପ୍ୟାଡ୍ ତିଆରି କରାଯାଇଛି । ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହୋଇଥିବା ବୁଝାମଣା ପତ୍ର ଅନୁସାରେ, ପ୍ରତିବର୍ଷ ଦକ୍ଷିଣ ଆଫ୍ରିକାରୁ ୧୦ରୁ ୧୨ ଚିତାଙ୍କୁ ଆଗାମୀ ୧୦ ବର୍ଷ ପର୍ୟ୍ୟନ୍ତ ଦେଶକୁ ଅଣାଯିବ । ଏହା ପୂର୍ବରୁ ସେପ୍ଟେମ୍ବର ୧୭ ତାରିଖରେ ନାମିବ୍ୟାରୁ ୮ଟି ଚିତାକୁ ଭାରତ ଅଣାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ