ମାଗଣା ରୁଦ୍ରାକ୍ଷ ପାଇଁ ଲାଗିଛି ଭିଡ଼, ଗଲାଣି ୩ ଜୀବନ

ମଧ୍ୟପ୍ରଦେଶ (ବଡ଼ ଖବର ବ୍ୟୁରୋ):  ମାଗଣା ରୁଦ୍ରାକ୍ଷ ପାଇଁ ଲାଗିଛି ଭିଡ଼ । ଏତେ ଭିଡ଼ ଯେ ରୁଦ୍ରାକ୍ଷ ନେବା ପାଇଁ ୩ ଜଣଙ୍କ ଜୀବନ ବି ଗଲାଣି । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ମଧ୍ୟପ୍ରଦେଶର ସେହୋର ଜିଲ୍ଲାର କୁବେରେଶ୍ୱର ଧାମରେ । ରୁଦ୍ରାକ୍ଷ ନେବା ପାଇଁ ଜମିଛି ଭକ୍ତଙ୍କ ଅସମ୍ଭବ ଭିଡ଼। ମାତ୍ର ଭିଡ଼ ନିୟନ୍ତ୍ରଣ ପାଇଁ ପ୍ରଶାସନ ତରଫରୁ କୌଣସି ସୁବ୍ୟବସ୍ଥା କରାଯାଇ ନ ଥିବାରୁ ଘଟୁଛି ଅଘଟଣ ।

ଗତ ୨ ଦିନ ମଧ୍ୟରେ ଏହି ଧାମକୁ ଆସୁଥିବା ଶ୍ରଦ୍ଧାଳୁଙ୍କ ମଧ୍ୟରୁ ୩ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି। ସେମାନଙ୍କ ମଧ୍ୟରେ ୨ ମହିଳା ଓ ଜଣେ ୩ ବର୍ଷର ଶିଶୁ ଥିବା ଜଣାଯାଇଛି। ଏହାକୁ ଦେଖି ମନ୍ଦିର ପ୍ରଶାସନ ପକ୍ଷରୁ ରୁଦ୍ରାକ୍ଷ ବଣ୍ଟନ କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଛି। ରୁଦ୍ରାକ୍ଷ ମହୋତ୍ସବରେ ବିଶୃଙ୍ଖଳା ଏବଂ ଦଳାଦଳି ପରିସ୍ଥିତି ଯୋଗୁ ଜଣେ ୩ ବର୍ଷର ଶିଶୁ ପ୍ରାଣ ହରାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ