Masthead

‘ଦଳ ଉପରେ କୌଣସି ପ୍ରଭାବ ପଡିବ ନାହିଁ’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ନିର୍ବାଚନ କମିଶନ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଗୋଷ୍ଠୀଙ୍କୁ ଶିବସେନା ନାମ ଓ ଚିହ୍ନ ପ୍ରଦାନ କରିଛନ୍ତି । ଏହା ଫଳରେ ଶିବସେନା ଦଳ ଠାକରେ ପରିବାର ହାତରୁ ଖସିଯିବା ନିଶ୍ଚିତ ହୋଇଯାଇଛି । ଭାରତୀୟ ନିର୍ବାଚନ କମିଶନ ଗତକାଲି ସିନ୍ଦେ ଗୋଷ୍ଠୀଙ୍କୁ ଶିବସେନା ନାଁରେ ନାମିତ କରିବା ସହ ଦଳୀୟ ଚିହ୍ନ ଧନୁ-ତୀର ପ୍ରଦାନ କରିଛନ୍ତି। ଏହାକୁ ନେଇ ତେଜିଛି ରାଜନୀତି।

ଉଦ୍ଧବ ଠାକେରଙ୍କ ସମର୍ଥନରେ ବାହାରିଛନ୍ତି ଏନସିପି ମୁଖ୍ୟ ଶରଦ ପାୱାର ଓ ଦଳର ବରିଷ୍ଠ ନେତା ଅଜିତ ପାୱାର। ଚିହ୍ନ ବଦଳିବା ଦ୍ୱାରା ଉଦ୍ଧବ ଠାକୁରଙ୍କ ନେତୃତ୍ୱାଧୀନ ଶିବସେନା ଉପରେ କୌଣସି ପ୍ରଭାବ ପଡ଼ିବ ନାହିଁ ବୋଲି ଏନସିପି ମୁଖ୍ୟ ଶରଦ ପାୱାର କହିଛନ୍ତି। ନିର୍ବାଚନ ଆୟୋଗ ତରବରିଅ ଭାବେ ଏହି ନିଷ୍ପତ୍ତି ନେଇଥିବା ବରିଷ୍ଠ ଏନସିପି ନେତା ଅଜିତ ପାୱାର କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା