Masthead

ମନୀଷ ସିସୋଦିଆଙ୍କୁ ପୁଣି ସିବିଆଇର ସମନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ମନୀଷ ସିସୋଦିଆଙ୍କୁ ପୁଣି ସିବିଆଇରୁ ଡକରା । ରବିବାର ପଚରାଉଚରା କରିବା ପାଇଁ ସିବିଆଇ ପୁଣି ଥରେ ତାଙ୍କୁ ସମନ ପଠାଇଛି। ଏନେଇ ଖୋଦ୍ ମନୀଷ ସିସୋଦିଆ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ସିସୋଦିଆ ଟ୍ୱିଟ୍ କରି କହିଛନ୍ତି, ଆସନ୍ତାକାଲି ସିବିଆଇ ପୁଣି ଥରେ ଡକାଇଛି।

ସେମାନେ ସିବିଆଇ ଏବଂ ଇଡିର ପୂର୍ଣ୍ଣ ଶକ୍ତି ବ୍ୟବହାର କରିଛନ୍ତି କିନ୍ତୁ ମୋ ବିରୋଧରେ କିଛି ମିଳି ନାହିଁ। ମୋ ଘରେ ଚଢ଼ାଉ କରାଯାଇଥିଲା, ବ୍ୟାଙ୍କ ଲକର ଖୋଜା ଯାଇଥିଲା କିନ୍ତୁ ମୋ ବିରୋଧରେ କୌଣସି ଜିନିଷ ମିଳି ନଥିଲା। ମୁଁ ଦିଲ୍ଲୀର ପିଲାମାନଙ୍କ ପାଇଁ ଭଲ ଶିକ୍ଷା ବ୍ୟବସ୍ଥା କରିଛି ଏବଂ ଏହି ଲୋକମାନେ ଏହାକୁ ବନ୍ଦ କରିବାକୁ ଚାହୁଁଛନ୍ତି । ମୁଁ ସବୁବେଳେ ଅନୁସନ୍ଧାନରେ ସହଯୋଗ କରିଆସୁଛି ଏବଂ ଆଗକୁ ମଧ୍ୟ ଜାରି ରଖିବି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ