Masthead

ଅଟୋକୁ ଧକ୍କା ଦେଲା ହାଇୱା, ୩ ମୃତ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ଅନୁଗୁଳ ବନ୍ତଳା ଥାନା ଶଙ୍ଖପୁର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଅଟୋକୁ ଧକ୍କାଦେଲା ହାଇୱା, ୩ ମୃତ । ଧକ୍କା ଦେବା ପରେ ଘଟଣାସ୍ଥଳରୁ ହାଇୱା ଫେରାର । ମୃତକ ହେଲେ କୁଲାସିହା ଗାଁର ପିତାମ୍ବର ପ୍ରଧାନ, ଗୁଣ୍ଡିଚା ପ୍ରଧାନ ଓ ମୁନା ପ୍ରଧାନ । ବଳମ୍ବିତ ରାତିରେ ଅଟୋରେ ୩ ଜଣ ଘରକୁ ଫେରୁଲା ବେଳେ ଘଟିଛି ଦୁର୍ଘଟଣା । ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣକୁ ବନ୍ତଳା ମେଡ଼ିକାଲକୁ ପଠାଯାଇଛି । ଘଟଣାସ୍ଥଳରେ ପୋଲିସର ତଦନ୍ତ ଜାରି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼