ବଜେଟ୍‌ରେ ବ୍ୟସ୍ତ ଅଛି, ସମୟ ଦରକାର: ସିସୋଦିଆ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବଜେଟ୍‌ରେ ବ୍ୟସ୍ତ ଅଛି କହି ସମୟ ମାଗିଲେ ମନୀଷ ସିସୋଦିଆ । ଆଜି ସିବିଆଇରେ ହାଜର ହେବା ପାଇଁ ମନୀଷଙ୍କୁ ସମନ କରିଥିଲା ସିବିଆଇ । ମାତ୍ର ‘ଆଗକୁ ଦିଲ୍ଲୀ ବଜେଟ୍। ଏଥିପାଇଁ ମୁଁ ବ୍ୟସ୍ତ ଅଛି। ମୋର ଗୋଟିଏ ଗୋଟିଏ ମୁହୂର୍ତ୍ତ ମହତ୍ୱପୂର୍ଣ୍ଣ। ତେଣୁ ସମୟ ଦରକାର।’ ଏଭଳି କହି ସିବିଆଇକୁ ସମୟ ମାଗିଛନ୍ତି ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ। ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ପଚରାଉଚରା ପାଇଁ ଆଜି ମୁଖ୍ୟ କାର୍ୟ୍ୟାଳୟରେ ହାଜର ହେବା ପାଇଁ ସିବିଆଇ ସିସୋଦିଆଙ୍କୁ ସମନ କରିଥିଲା। ତେବେ ତଦନ୍ତକାରୀ ସଂସ୍ଥାକୁ ଏକ ସପ୍ତାହ ସମୟ ମାଗିଛନ୍ତି ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’