Masthead

ମୋଦିଙ୍କ ସମୟରେ ତ୍ରିରଙ୍ଗା ଉଡ଼ାଇଲେ ରାହୁଲ: ଦେବେନ୍ଦ୍ର ଫଡନାବିଶ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କଂଗ୍ରେସ ସମୟରେ ନୁହେଁ, ପ୍ରଧାନମନ୍ତ୍ରୀ ମୋଦି, ଅମିତ ଶାହାଙ୍କ ସମୟରେ କଶ୍ମୀରରେ ତ୍ରିରଙ୍ଗା ଉଡାଇଲେ ରାହୁଲ ଗାନ୍ଧୀ । କଂଗ୍ରେସ ନେତା ରାହୁଲ ଗାନ୍ଧୀ ୨୯ ଜାନୁୟାରୀରେ କଶ୍ମୀରର ଐତିହାସିକ ଲାଲ ଚୌକରେ ତ୍ରିରଙ୍ଗା ଉଡାଇଥିଲେ । କଶ୍ମୀରରେ ତ୍ରିରଙ୍ଗା ଉଡାଇବାକୁ ନେଇ ପୁଣେରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାବିଶ ପରିହାସ କରିଛନ୍ତି ।

ସେ କହିଛନ୍ତି, ରାହୁଲ ଗାନ୍ଧୀ କଶ୍ମୀର ଗଲେ ଓ ତ୍ରିରଙ୍ଗା ଉଡାଇଲେ, ହେଲେ ସେ କଂଗ୍ରେସ ଶାସନ ସମୟରେ ଏମିତି କରିପାରି ନ ଥିଲେ, କାରଣ ଏହା ସେହି ସମୟରେ ସମ୍ଭବ ହେଲା ଯେତେବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଧାରା ୩୭୦କୁ ହଟାଇ ଦେଲେ । ସୁଚନା ଅନୁସାରେ, କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦେଶରେ ଦୀର୍ଘ ୫ ମାସର ଲମ୍ବା ଭାରତ ଯୋଡୋ ଯାତ୍ରା ପରେ ଲାଲ ଚୌକରେ ତ୍ରିରଙ୍ଗା ଉଡାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମହିଳା ସଂରକ୍ଷଣ ମହାବିତର୍କ, ୧୩ ଘଣ୍ଟା ୪୫ ମିନିଟ୍ ଚାଲିଲା ବିଧାନସଭା 🔴 ଘଡ଼ଘଡ଼ି ସହ ବର୍ଷା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ହଠାତ ଘର ଭିତରେ ପଶିଗଲା କାର୍‌ 🔴 ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ମହିଳା ସଂରକ୍ଷଣ ମହାବିତର୍କ, ୧୩ ଘଣ୍ଟା ୪୫ ମିନିଟ୍ ଚାଲିଲା ବିଧାନସଭା 🔴 ଘଡ଼ଘଡ଼ି ସହ ବର୍ଷା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ହଠାତ ଘର ଭିତରେ ପଶିଗଲା କାର୍‌ 🔴 ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ