ଆଇସିସି ମହିଳା ଟି-୨୦, ଆଜି ଭାରତ ଓ ଆୟର୍ଲାଣ୍ଡ ମୁକାବିଲା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଇଆଇସି ମହିଳା ଟି ୨୦ ବିଶ୍ୱକପ ଆଜି ଭାରତ ଓ ଆୟର୍ଲାଣ୍ଡ ମଧ୍ୟରେ ମୁକାବିଲା । ସେମିରେ ସ୍ଥାନ ପକ୍କା କରିବା ନେଇ ଖେଳିବ ଟିମ୍ ଇଣ୍ଡିଆ । ପ୍ରଥମ ଦୁଇ ମ୍ୟାଚ ଜିତିବା ପରେ ତୃତୀୟ ମ୍ୟାଚରେ ଇଂଲଣ୍ଡ ଠାରୁ ପରାସ୍ତ ହୋଇଥିଲା ଭାରତ । ଆୟର୍ଲାଣ୍ଡ ବିପକ୍ଷରେ ବିଜୟ ହାସଲ କରି ସେମିରେ ପ୍ରବେଶ କରିବା ଲକ୍ଷ୍ୟ ନେଇ ମଇଦାନକୁ ଓହ୍ଲାଇବ ଟିମ୍ ଇଣ୍ଡିଆ । ମହିଳା ଟି୨୦ ବିଶ୍ୱକପରେ ଭାରତର ଏହା ଶେଷ ଗ୍ରୁପ ମ୍ୟାଚ୍ । ଏହି ମ୍ୟାଚରେ ଭାରତକୁ ଏକ ବଡ଼ ବ୍ୟବଧାନରେ ବିଜୟ ହାସଲ କରିବାକୁ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ