Masthead

ଜେଏନୟୁରେ ଦୁଇ ଛାତ୍ର ଗୋଷ୍ଠୀ ମୁହାଁମୁହିଁ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପୁଣି ଅଶାନ୍ତ ଜେଏନୟୁ । ଦୁଇ ଛାତ୍ର ଗୋଷ୍ଠୀ ମୁହାଁମୁହିଁ । ରବିବାର ପୁଣି ମୁହାଁମୁହିଁ ହୋଇଛନ୍ତି ଜବାହାରଲାଲ ନେହରୁ ବିଶ୍ୱବିଦ୍ୟାଳୟର ଛାତ୍ର ଗୋଷ୍ଠୀ । ବାମପନ୍ଥୀ ସହ ଜଡିତ ଛାତ୍ର ଛତ୍ରପତି ଶିବାଜୀ ମହାରାଜଙ୍କ ଅପମାନ କରିଥିବା ଅବିଭୀପି ସଂଗଠନର ଛାତ୍ର ଅଭିଯୋଗ କରିଛନ୍ତି । ଅନ୍ୟପଟେ ବାମପନ୍ଥୀ ସହ ଜଡିତ ଛାତ୍ର ସଙ୍ଗଠନ କହିଛି, ଆଇଆଇଟି ବମ୍ବେରେ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟଣାକୁ ନେଇ ମୃତ ଛାତ୍ରଙ୍କ ପରିବାର ଲୋକଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଶୋଭାଯାତ୍ରା ବାହାରିଥିବା ବେଳେ ଏବିଭିପିର ଛାତ୍ର ସେମାନଙ୍କୁ ଆକ୍ରମଣ କରିଥିଲେ । ବାମପନ୍ଥୀ ଛାତ୍ରଙ୍କ ଏହି ଅଭିଯୋଗକୁ ଏବିଭିପି ପକ୍ଷରୁ ଖଣ୍ଡନ କରାଯାଇଛି। ଛତ୍ରପତି ଶିବାଜୀ ମହାରାଜଙ୍କ ଜୟନ୍ତୀ ଅବସରରେ କାର୍ୟ୍ୟକ୍ରମ ଚାଲିଥିବାବେଲେ ବାମପନ୍ଥୀ ଛାତ୍ର ସେଠାକୁ ଆସି ଛତ୍ରପତି ଶିବାଜୀଙ୍କୁ ଅସମ୍ମାନ କରିଥିବା ଅଭିଯୋଗ ହୋଇଛି। ବାମପନ୍ଥୀ ଛାତ୍ର ସେଠାକୁ ଆସି ଛତ୍ରପତି ଶିବାଜୀଙ୍କ ପ୍ରତିମୂର୍ତ୍ତିରୁ ଫୁଲମାଳ ବାହାର କରି ଦେଇଥିବା ଅଭିଯୋଗ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା