Masthead

ବଜେଟ ଅଧିବେଶନ ପୂର୍ବରୁ ବସିଲା ସର୍ବଦଳୀୟ ବୈଠକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବଜେଟ ଅଧିବେଶନ ପୂର୍ବରୁ ବସିଲା ସର୍ବଦଳୀୟ ବୈଠକ । ବାଚସ୍ପତି ବିକ୍ରମ ଆରୁଖଙ୍କ ଅଧ୍ୟକ୍ଷତାରେ ଏହି ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି । ସୁରୁଖୁରୁରେ ବିଧାନସଭା ଚାଲିବା ନେଇ ଆଲୋଚନା ହୋଇଥିଲା । ଏହି ବୈଠକରେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, ବିଜେଡି ବିଧାୟକ ପ୍ରଣବ ପ୍ରକାଶ ଦାସ, କଂଗ୍ରେସ ଦଳର ନେତା ନରସିଂହ ମିଶ୍ର, ବିଧାୟକ ଲକ୍ଷ୍ମଣ ମୁଣ୍ଡା ଯୋଗ ଦେଇଛନ୍ତି । ସେପଟେ ସର୍ବଦଳୀୟ ବୈଠକକୁ ବୟ କଟ୍ କରିଛି ବିରୋଧୀ ଦଳ ବିଜେପି ।

ତେବେ ବଜେଟ ଅଧିବେଶନ ପୂର୍ବରୁ ବିଧାନସଭାର ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ବିଧାନସଭାର ବଜେଟ ଅଧିବେଶନ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ବିଧାନସଭା ଅଧିବେଶନ ପାଇଁ ୩୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ । ୨ ଜଣ ଡିସିପିଙ୍କ ନେତୃତ୍ୱରେ ୧୦ ଅତିରିକ୍ତ ଡିସିପି, ୧୧ ଏସିପି, ୧୩ ଜଣ ଆଇଆଇସି, ୮୫ ଜଣ ଅଫିସର ଓ ୨୦୦ ଜଣ କନେଷ୍ଟବଳ ମୁତୟନ ହେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା