Masthead

ଟ୍ରକ ଧକ୍କାରେ ନାବାଳିକା ମୃତ

ନୂଆପଡ଼ା(ବଡ଼ ଖବର ବ୍ୟୁରୋ): ନୂଆପଡ଼ା ୩୫୩ ଜାତୀୟ ରାଜପଥ ସାନମହେଶ୍ୱରରେ ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ୫ ବର୍ଷର ନାବାଳିକା ମୃତ । ଖରିଆର ପଟରୁ ରାୟପୁର ଯାଉଥିବା ଏକ ଟ୍ରକ ସାନମହେଶ୍ୱର ଠାରେ ନାବାଳିକାକୁ ଧକ୍କା ଦେବା ଫଳରେ ନାବାଳିକାର ମୃତ୍ୟୁ ହୋଇଛି । ଘଟଣାସ୍ଥଳରୁ ଡ୍ରାଇଭର ଫେରାର । ନାବାଳିକା ମୃତ୍ୟୁ ଘଟଣାକୁ ନେଇ ସ୍ଥାନୀୟ ଲୋକଙ୍କ ଜାତୀୟ ରାଜପଥକୁ ଅବରୋଧ । ଫଳରେ ଉଭୟ ପାଶ୍ୱର୍ରେ ଯାତାୟତ ବାଧାପ୍ରାପ୍ତ । ତେବେ ଘଟଣାସ୍ଥଳରେ ଆଇଆଇସି ଅନିରୁଦ୍ଧ ମୁଦୁଲି ପହଞ୍ଚି ଲୋକଙ୍କ ସହିତ ଆଲୋଚନା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି