Masthead

ପ୍ରସନ୍ନ କୁମାର ସ୍ୱାଇଁ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ନୂଆ କୁଳପତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପ୍ରଫେସର ପ୍ରସନ୍ନ କୁମାର ସ୍ୱାଇଁ ହେଲେ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ନୂଆ କୁଳପତି । ୩ ବର୍ଷ ପାଇଁ ନିଯୁକ୍ତି ଦେଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶି ଲାଲ୍ । ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଓଡ଼ିଆ ବିଭାଗର ମୁଖ୍ୟ ଅଛନ୍ତି ପ୍ରସନ୍ନ ସ୍ୱାଇଁ । ପ୍ରପେସର ସ୍ୱାଇଁଙ୍କର ୩୧ ବର୍ଷର ଶିକ୍ଷାଦାନର ଅଭିଜ୍ଞତା ରହିଛି । ସେ ୧୦ଟି ବହି ମଧ୍ୟ ରଚନା କରିଛନ୍ତି । ପୂର୍ବରୁ ବ୍ୟୋମୋକେଶ ତ୍ରିପାଠୀ ଥିଲେ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର କୁଳପତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ