Masthead

ପିଆଜ ହେଲା ମହଙ୍ଗା

ଭୁୁୁବନେଶ୍ୱର: ଏଣିକି ଖାଇବା ଥାଳି ରୁ ହଜିଯିବ ପିଆଜ।
ଦେଶର ସର୍ବବୃହତ ପିଆଜ ମଣ୍ଡି ଲାସଲଗାଗାଓଁ ରେ ଗୁରୁବାର ପିଆଜ କ୍ୱିଣ୍ଟାଲ ପିଛା ୫୦୦ ପୁଣି ବୃଦ୍ଧି ପାଇଛି । ୩୮୦୦ଟଙ୍କା କ୍ୱିଣ୍ଟାଲ ରେ ମିଳୁଥିବା ପିଆଜ ଏବେ ୪୪୦୦ ଟଙ୍କା ହୋଇଯାଇଛି।
ଏହି ମଣ୍ଡି ରେ ଭଲ ପିଆଜ ୪୪୦୦ଟଙ୍କା, ଚଳନୀୟ ପିଆଜ ୩୫୦୦ ଓ ଖରାପ ଛୋଟ ପିଆଜ ଦର ୨୫୦୦ଟଙ୍କା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି