Masthead

ପୁଣି ଯୁବତୀଙ୍କ ମଥାରେ ସିନ୍ଦୂର ଦେବେ ଦିବ୍ୟଶଙ୍କର

କଳାହାଣ୍ଡି(ବଡ଼ ଖବର ବ୍ୟୁରୋ): ବଲାଙ୍ଗିର ଜିଲ୍ଲାପାଳ ଓ ସମ୍ବଲପୁର ଜିଲ୍ଲାପାଳଙ୍କ ରିଙ୍ଗ ସେରିମୋନି ପରେ ପୂର୍ବତନ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କ ଦ୍ୱିତୀୟ ବିବାହକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଗଲାଣି । କ୍ୟାପଟେନ ଦିବ୍ୟଶଙ୍କର ନିଜ ନିର୍ବାଚନମଣ୍ଡଳୀ ଜୁନାଗଡ଼ର ଗୋଲାମୁଣ୍ଡା ବ୍ଲକ ଦେକୋଟା ଗାଁର ଜଣେ ଯୁବତୀଙ୍କୁ ବିବାହ କରିବାକୁ ଯାଉଛନ୍ତି । ଆସନ୍ତା ଫେବୃଆରୀ ଶେଷ ‌ସପ୍ତାହରେ ପୁରୀରେ ବିବାହ ଉତ୍ସବ ଆୟୋଜିତ ହୋଇପାରେ । ‌ ମମିତା ମେହେର ହତ୍ୟା ପ୍ରସଙ୍ଗ ହେଉ କିମ୍ବା ଅର୍ଚ୍ଚନା ନାଗଙ୍କ ଲିଙ୍କକୁ ନେଇ ଚର୍ଚ୍ଚାରେ ଥିବା କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ପୁଣି ବିବାହ କରିବାକୁ ଯାଉଥିବାରୁ ସୋସିଆଲ ମିଡ଼ିଆରେ ଏବେ ଜବରଦସ୍ତ ଭାଇରାଲ ହେବାରେ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ