Masthead

ରାଜ୍ୟପାଳଙ୍କ ଅଭିଭାଷଣ ବେଳେ ବିରୋଧୀଙ୍କ ହଟ୍ଟଗୋଳ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଧାନସଭାର ପୂର୍ଣ୍ଣାଙ୍ଗ ବଜେଟ ଅଧିବେଶନ ଆରମ୍ଭ । ଅଭିଭାଷଣ ରଖୁଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ । ରାଜ୍ୟପାଳଙ୍କ ଅଭିଭାଷଣ ବେଳେ ବିରୋଧୀଙ୍କ ହଟ୍ଟଗୋଳ । ନବ ଦାସ ହତ୍ୟାକାଣ୍ଡ ଓ ରାଜ୍ୟର ଆଇନ ଶୃଙ୍ଖଳା ପ୍ରସଙ୍ଗ ଉଠାଇ ଗୃହରେ କଂଗ୍ରେସର ନାରାବାଜି । ଗୃହର ମଧ୍ୟଭାଗକୁ ଆସି ନାରାବାଜି କଲେ ଉଭୟ କଂଗ୍ରେସ ଓ ବିଜେପି ସଦସ୍ୟ । ରାଜ୍ୟପାଳଙ୍କ ଅଭିଭାଷଣ ଜାରି ରହିଥିବା ବେଳେ ବିରୋଧୀ ବିଜେପି ବିଧାୟକ କକ୍ଷତ୍ୟାଗ କରିଥିବା ବେଳେ ବାଚସ୍ପତିଙ୍କ ପୋଡିୟମ ତଳେ ଧାରଣା ଦେଇଛନ୍ତି କଂଗ୍ରେସ ବିଧାୟକ । ବିରୋଧୀ ବିଜେପି କକ୍ଷତ୍ୟାଗ କରିବା ପରେ ବିଧାନସଭାର ପ୍ରବେଶ ପଥରେ ଧାରଣା ଦେଇଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ