Masthead

ଦେଶରେ ଖସୁଛି କରୋନା ଗ୍ରାଫ, ଆଜି ୭୦ହଜାର ଆକ୍ରାନ୍ତ ଚିହ୍ନଟ

ନୁଆଦୀଲ୍ଲି (ବଡ଼ ଖବର ବ୍ୟୁରୋ): ଦେଶରେ ଖସୁଛି କରୋନା ଗ୍ରାଫ । ଗତ ଚବିଶ ଘଣ୍ଟାରେ ଦେଶରେ ୭୦ହଜାର ୪୯୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୯୬୫ ମୁଣ୍ଡ ନେଇଛି ମହାମରୀ କରୋନା । ଏହାକୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୯ଲକ୍ଷ ୬ହଜାର୧୫୨କୁ ବୃଦ୍ଧି ପାଇଛି । ସେମାନଙ୍କ ମଧ୍ୟରୁ ୫୯ଲକ୍ଷ ୬ହଜାର ୭୦ଜଣ ସୁସ୍ଥ ହୋଇସାରିଥିବା ବେଳେ ୧ଲକ୍ଷ ୬ହଜାର ୪୯୦ଜଣଙ୍କ ମୃତ୍ୟୁ ହୋଇଛି । ବର୍ତ୍ତମାନ ଦେଶରେ ୮ଲକ୍ଷ ୯୩ହଜାର ୫୯୨ଟି ସକ୍ରିୟ ମାମଲା ରହିଛି । ଗତମାସ ତୁଳନାରେ ଚଳିତ ମାସରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ହ୍ରାସ ପାଇବା ସହ ସୁସ୍ଥହାର ମାଧ୍ୟ ବଢିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି