Masthead

ଆଜି ଦିଲ୍ଲୀ ମେୟର ନିର୍ବାଚନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ) : ଦିଲ୍ଲୀ ମହାନଗର ନିଗମ (ଏମସିଡି) ମେୟର ପଦ ନିମନ୍ତେ ବୁଧବାର ଭୋଟ ହେବ। ମେୟର ପଦ ସହିତ ଡେପୁଟି ମେୟର ଓ ବିଭିନ୍ନ ଷ୍ଟାଣ୍ଡିଂକମିଟି ନିମନ୍ତେ ନିର୍ବାଚନ ହେବ। ସୁପ୍ରିମକୋର୍ଟଙ୍କ ନିଦେ୍ର୍ଦଶ କ୍ରମେ ନିର୍ବାଚନରେ ମନୋନୀତ ସଦସ୍ୟମାନେ ଭୋଟ ଦେଇପାରିବେ ନାହିଁ। ଏମସିଡି ନିର୍ବାଚନକୁ ନେଇ ଦିଲ୍ଳୀ ସହର ଏବେ ଚଳଚଞ୍ଚଳ ହୋଇଛି।

ମେୟର ପଦ ହାତେଇବା ଲାଗି ବିଜେପି ପାଖରେ ଆବଶ୍ୟକ ସଂଖ୍ୟକ କର୍ପୋରେଟର ନଥିଲେ ମଧ୍ୟ ଏଥିପାଇଁ ଆଶାୟୀ ରହିଛି। ୨୫୦ ସଦସ୍ୟ ବିଶିଷ୍ଟ ଦିଲ୍ଲୀ ଏମସିଡିରେ ବିଜେପିର ୧୦୫ ସଦସ୍ୟ ଅଛନ୍ତି। ଆମ ଆଦମୀ ପାର୍ଟି ପାଖରେ ୧୩୫ ସଦସ୍ୟ ରହିଛନ୍ତି। କଂଗ୍ରେସ ପାଖରେ ୯ଜଣ ସଦସ୍ୟ ଅଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା