Masthead

ସୋନୁ ନିଗମଙ୍କୁ ଆକ୍ରମଣ ଘଟଣା, ବିଧାୟକଙ୍କ ପୁଅ ନାଁରେ ଏତଲା

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଷ୍ଟେଜରେ ସୋ କରିବା ବେଳେ ବଲିଉଡ ଗାୟକ ସୋନୁ ନିଗମଙ୍କୁ ଆକ୍ରମଣ । ସୋନୁ ନିଗମ ଓ ତାଙ୍କ ବନ୍ଧୁ ରବ୍ୱାନି ଖାଁଙ୍କ ଉପରେ ଆକ୍ରମଣ ହୋଇଥିଲା । ମୁମ୍ବାଇର ଚେମ୍ବୁର ଅଞ୍ଚଳରେ ଏକ ଶୋ’ ଚାଲୁଥିବା ସମୟରେ ଏହି ଆକ୍ରମଣ ହୋଇଥିଲା । ଏହି ଘଟଣାରେ ମଙ୍ଗଳବାର ମୁମ୍ବାଇ ପୋଲିସ ଉଦ୍ଧବ ଗୋଷ୍ଠୀ ବିଧାୟକ ପ୍ରକାଶ ଫାଟେରପରକରଙ୍କ ପୁଅ ସ୍ବପନିଲ ପି. ଫାଟେରପକାରଙ୍କ ବିରୋଧରେ ଏତଲା ଦାଏର କରିଛି।

ସୋମବାର ଏକ ମ୍ୟୁଜିକାଲ କନ୍‌ସର୍ଟରୁ ପର୍ଫମାନ୍ସ ସାରି ଫେରିବା ସମୟରେ ସେଲ୍‌ଫି ପାଇଁ ସ୍ବପନିଲ ସୋନୁଙ୍କୁ ଅଟକାଇଥିଲେ। ଯେତେବେଳେ ସୋନୁ ସେଲ୍‌ଫି ପାଇଁ ମନା କରିଥିଲେ ସେତେବେଳେ ସ୍ବପନିଲ ତାଙ୍କୁ ଠେଲି ଦେଇଥିଲେ। ଘଟଣା ନେଇ ବିଧାୟକ ଫାଟେରପକାର କ୍ଷମା ମାଗିଥିବାବେଳେ ତାଙ୍କ ପୁଅ ଜାଣିଶୁଣି ଏପରି କରି ନ ଥିବା ସେ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼