Masthead

ଶ୍ରୀଜିଉଙ୍କ ବନକଲାଗି ନୀତି , ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ (ବଡ଼ ଖବର ବ୍ୟୁରୋ):  ଆଜି ସନ୍ଧ୍ୟା ଘ.୬.୦୦ ରୁ ରାତ୍ର ଘ.୧୦.୦୦ ଟା ପର୍ଯ୍ୟନ୍ତ ବନ୍ଦ ରହିବ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ । ଆଜି ସନ୍ଧ୍ୟାରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଏହି ନୀତି ପାଇଁ ୪ ଘଣ୍ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଆଜି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼