Masthead

କନ୍ୟାଶ୍ରମରେ ଆଉ ୫ଛାତ୍ରୀ ଅସୁସ୍ଥ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ବାଲେଶ୍ୱରରେ ଚିନ୍ତା ବଢ଼ାଉଛି ମସ୍ତିଷ୍କ ଜ୍ୱର । ପୁରୁବାଇ କନ୍ୟାଶ୍ରମରେ ଆଉ ୫ଛାତ୍ରୀ ଅସୁସ୍ଥ । ଅସୁସ୍ଥ ଅନ୍ତେବସୀଙ୍କୁ ଚିକିତ୍ସା ପାଇଁ ବାଲେଶ୍ୱର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଗତକାଲି ୪ ଜଣଙ୍କୁ ମେଡିକାଲ ସ୍ଥାନାନ୍ତର କରାଯାଇଥିଲା । ଏବେ ବାଲେଶ୍ୱରରେ ଚିକିତ୍ସାଧୀନ ଅସୁସ୍ଥ ଅନ୍ତେବାସୀଙ୍କ ସଂଖ୍ୟା ୧୭କୁ ବୃଦ୍ଧି ପାଇଛି । ସେପଟେ ସୋର ମେଡିକାଲରେ ୧୪ ଅସୁସ୍ଥ ଅନ୍ତେବାସୀଙ୍କର ଚିକିତ୍ସା ଜାରି ରହିଛି । ଆଉ କିଛି ଛାତ୍ରୀ ମଧ୍ୟ ଅସୁସ୍ଥ ରହିଥିବା ଜଣପଡିଛି । କନ୍ୟାଶ୍ରମରେ ଜାପାନିଜ ଏନସେଫାଲାଇଟସ ବ୍ୟାପୁଥିବା ବେଳେ ଛାତ୍ରୀମାନେ ଅସୁସ୍ଥ ହେବାରେ ଲାଗିଛନ୍ତି । ସେପଟେ କନ୍ୟାଶ୍ରମରେ ମେଡିକାଲ ଟିମ୍ ପହଂଚି ସ୍ୱାସ୍ଥାବସ୍ଥା କଥା ପଚାରି ବୁଝୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ