Masthead

ଦ୍ୱିତୀୟ ଦିନରେ ବି ହଟ୍ଟଗୋଳ, ୧୧.୩୦ ଯାଏ ଗୃହ ମୁଲତବି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦ୍ୱିତୀୟ ଦିନରେ ବି ହଟ୍ଟଗୋଳ । ଦିନ ୧୧.୩୦ ଯାଏ ଗୃହ ମୁଲତବି । ଗୃହ ଆରମ୍ଭରୁ ବିରୋଧୀଙ୍କ ହଙ୍ଗାମା । ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ପ୍ରସଙ୍ଗକୁ ନେଇ ଗୃହରେ ଝଡ଼। ବିଧାନସଭାରେ ବିଜେପି, କଂଗ୍ରେସ ହଟ୍ଟଗୋଳ କରିଥିଲେ । ଶାସକ ବିଜେଡି ମଧ୍ୟ ଗୃହରେ ହଟ୍ଟଗୋଳ କରିଥିଲା । କେନ୍ଦ୍ରର ଅବହେଳାକୁ ନେଇ ଗୃହରେ ହୋହଲ୍ଲା କରିଥିଲା ବିଜେଡି । ଉଭୟ ଶାସକ, ବିରୋଧୀଙ୍କ ହୋହଲ୍ଲା ପାଇଁ ଗୃହକୁ ୧୧.୩୦ ଯାଏ ମୁଲବତି ଘୋଷଣା କରିଛନ୍ତି ବାଚସ୍ପତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ