Masthead

ସଫେଇ କର୍ମଚାରୀ ଫେରାଇଲେ ୩ ଲକ୍ଷର ସୁନା ଚେନ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମହାନତା ଦେଖାଇଲେ ସଫେଇ କର୍ମଚାରୀ । ଫେରାଇଲେ ୩ ଲକ୍ଷର ସୁନା ଚେନ୍ । ସୁନା ଚେନ୍‌ ପାଇଥିବା ଜଣେ ସଫେଇ କର୍ମଚାରୀ ଏହାକୁ ଫେରାଇ ଦେଇଛନ୍ତି। ବିଏମ୍‌ସିରେ କାର୍ୟ୍ୟରତ ମହିଳା ସଫେଇ କର୍ମଚାରୀ ପୂଜାରାଣୀ ସିଂଙ୍କ ଏହି ମହତପଣିଆକୁ ନେଇ ଏବେ ଚାରିଆଡ଼େ ଚର୍ଚ୍ଚା। ଲୋଭକୁ ପଛରେ ପକାଇ କିଛି ପାଇବା ଆଶାରେ ନୁହେଁ ବରଂ ଲୋକଙ୍କୁ ସହାୟତା ପାଇଁ କିଛି ବ୍ୟକ୍ତି ଆଗେଇ ଆସୁଛନ୍ତି। ଯାହାର ଏକ ଜ୍ୱଳନ୍ତ ଉଦାହରଣ ରାଜଧାନୀ ଭୁବନେଶ୍ୱରରେ ଦେଖିବାକୁ ମିଳିଛି। ସୁନା ଚେନ୍‌ ପାଇଥିବା ଜଣେ ସଫେଇ କର୍ମଚାରୀ ଏହାକୁ ଫେରାଇ ଦେଇଛନ୍ତି। ସୂଚନା ଅନୁସାରେ, ମାଇକ୍ରୋ କମ୍ପଷ୍ଟିଂ ସେଣ୍ଟରରେ ଅଳିଆକୁ ଅଲଗା ଅଲଗା କରିବା ବେଳେ ପୂଜାରାଣୀ ପ୍ରାୟ ୩ ଲକ୍ଷ ଟଙ୍କାର ଏକ ସୁନା ଚେନ୍‌ ପାଇଥିଲେ। ପରେ ସୁନା ଚେନକୁ ଫେରାଇ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ