Masthead

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ କଳାପତାକା

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଲକାନଗିରି ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀଙ୍କୁ କଳା ପତାକା । କଳା ପତାକା ଦେଖାଇଲେ ମାଲକାନଗିରି ଜିଲ୍ଲା ଯୁବ କଂଗ୍ରେସ କର୍ମୀ । ରୋହିତ ପୂଜାରୀଙ୍କ ଗାଡି ଯାଉଥିବା ବେଳେ ଗୋ ବ୍ୟାକ ଗୋ ବ୍ୟାକର ନାରା ଦେଇଥିଲେ କଂଗ୍ରେସ କର୍ମୀ ।ମାଲକାନଗିରି ମହାବିଦ୍ୟାଳୟର ବାର୍ଷିକ ଉତ୍ସବରେ ଯୋଗ ଦେବା ପାଇଁ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ମାଲକାନଗିରି ପହଞ୍ଚି ଥିବା ବେଳେ ଜିଲ୍ଲା ଯୁବ କଂଗ୍ରେସ ପକ୍ଷରୁ ଏଭଳି ପ୍ରତିବାଦ ଦେଖିବାକୁ ମିଳିଛି । ତେବେ ଏହି ଘଟଣାକୁ ନେଇ ଜିଲ୍ଲା କଂଗ୍ରେସ କିମ୍ବା ବିଜେଡି ଦଳ କୌଣସି ପ୍ରତିକ୍ରିୟା ରଖିନଥିବା ବେଳେ ପୋଲିସ ଘଟଣାର ତଦନ୍ତ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ