Masthead

ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ କରାଯାଇଛି । ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ ଅଜୟ ସେନାପତିଙ୍କ ଘରେ ଚଢାଉ ଜାରି ରହିଛି । ଅଜୟଙ୍କ ଭଡାଘର, ପୈତୃକ ଘର ସମେତ ବାଲେଶ୍ୱର-ପୁରୀ-ଖୋର୍ଦ୍ଧା ସହ ୭ଟି ସ୍ଥାନରେ ଏକା ସାଙ୍ଗରେ ଚଢାଉ ଚାଲିଛି । ଅଜୟ ବାଲେଶ୍ୱର ପୂର୍ତ୍ତ ବିଭାଗ ଡିଭିଜନ୍-୨ରେ ସହକାରୀ ଯନ୍ତ୍ରୀ ଭାବରେ କାର୍ଯ୍ୟରତ ଅଧିକାରୀ ଥିଲେ । ଚଢାଉ ବେଳେ ବାଲେଶ୍ୱର ଭଡ଼ାଘରୁ ୧ ଲକ୍ଷ ୨୫ ହଜାର ରୁ ଉର୍ଦ୍ଧ ଟଙ୍କା ସମେତ ସୁନା ଓ ରୂପା ଅଳଙ୍କାର, ୭ ଟି ଏଟିଏମ କାର୍ଡ , ଗୋଟିଏ ଦାମୀ କାର ସହ କେତେକ ବ୍ୟାଙ୍କ ପାସବୁକ ଭିଜିଲାନ୍ସ କୁ ମିଳିଥିବା ସୂଚନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ