Masthead

ଗାଁ ମୁହାଁ ଜଙ୍ଗଲ ନିଆଁ

କେନ୍ଦୁଝର(ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଜିଲ୍ଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ ବାରଡାଙ୍ଗୁଆ ଗ୍ରାମ୍ୟ ଜଙ୍ଗଲରେ ଅଗ୍ନିକଣ୍ଡ । ଶହ ଶହ ଗଛ ଜଳିପୋଡି ନଷ୍ଟ ହୋଇଥିବା ବେଳେ ଜଙ୍ଗଲ ନିଆଁ ଏବେ ଗାଁ ମୁହାଁ । ଫଳରେ ଭୟଭିତ ଜଙ୍ଗଲ ନିକଟରେ ରହୁଥିବା ଗ୍ରାମବାସୀ । ତେବେ ଜଙ୍ଗଲରେ ନିଆଁ ଲାଗିବା କାରଣ ଅସ୍ପଷ୍ଟ ରହିଛି । କେହି ଦୁର୍ବୃତ୍ତ ଜଙ୍ଗଲରେ ନିଆଁ ଲଗାଇ ଦେଇଥିବା ସନ୍ଧେହ କରାଯାଉଛି । ଦୈନଦିନ ଜଙ୍ଗଲରେ ନିଆଁ ଲାଗି ଅନେକ ଗଛ ଜଳି ପୋଡି ନଷ୍ଟ ହୋଇଯାଇଥିବା ବନ୍ୟଜନ୍ତୁ ଗାଁ ମୁହାଁ ହେଉଛନ୍ତି । ନିଆଁ ଲାଗିବା କାରଣ ଖୋଜିବା ସହ ବନ ବିଭାଗ ଜଙ୍ଗଲରେ ନିଆଁ ଲଗାଉଥିବା ଦୁର୍ବୃତ୍ତଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ବିଭିନ୍ନ ମହଲରେ ଦାବି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା