Masthead

‘ମୁଁ ଲଢ଼ିବିନି, ପୁଅ ଲଢ଼ିବ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାୟକ ସୁରେଶ ରାଉତରାୟଙ୍କ ବଡ଼ ବୟାନ । କହିଲେ ମୁଁ ଆଉ ଲଢିବିନି, ପୁଅ ଲଢିବ । ପ୍ରେସ୍‌ମିଟ୍‌ରେ ଜଟଣୀ ବିଧାୟକ ସୁର ରାଉତରାୟ ସୂଚନା ଦେଇଛନ୍ତି । କହିଛନ୍ତି ଆଉ ନିର୍ବାଚନ ଲଢ଼ିବିନି। ମୋ ସାନ ପୁଅ ମନ୍ମଥ ରାଉତରାୟ ଜଟଣୀରୁ ନିର୍ବାଚନ ଲଢ଼ିବ । ମୋତେ ୮୦ ହେଲାଣି, ମୋ ସାନ ପୁଅ କଂଗ୍ରେସ ଟିକେଟରୁ ଲଢ଼ିବ। ମୁଁ ୫୫ ବର୍ଷ କଂଗ୍ରେସରେ ରହିଛି, ସାନ ପୁଅ କଂଗ୍ରେସରୁ ଲଢ଼ିବ। ଗତକାଲି ମୁଖ୍ୟମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ ଥିଲା। ବଡ଼ ପୁଅ ସିଦ୍ଧାର୍ଥ ପାହାଡ଼ ଚଢ଼ି ରେକର୍ଡ କରିଛି,ଜଣାଇବାକୁ ଯାଇଥିଲି। କେବଳ ବଡ଼ ପୁଅ କଥା ଚର୍ଚ୍ଚା ହେଲା, ରାଜନୈତିକ ଚର୍ଚ୍ଚା ହୋଇନି ବୋଲି କହିଛନ୍ତି ସୁର ରାଉତରାୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ