Masthead

କହିବାକୁ ମିଳିଲାନି , କକ୍ଷ ତ୍ୟାଗ କଲେ ପ୍ରଦୀପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନର ତୃତୀୟ ଦିନ । ସ୍ୱାଭାବିକ ଚାଲିଛି ଗୃହ କାର୍ଯ୍ୟ। ଚାଲିଛି ପ୍ରଶ୍ନକାଳ । ଗୃହରେ ବିଧାୟକ ପାଣ୍ଠିକୁ ପ୍ରଶ୍ନ କାଳରେ ଆଲୋଚନା ହେଉଥିବା ବେଳେ କ୍ଷୋଭ ପ୍ରକାଶ କଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ନିଜ ଅଭିଯୋଗକୁ ଗୃହରେ କହିବାକୁ ଚାହୁଁଥିଲେ ବି ମୋତେ ବାଚସ୍ପତି କଣ ପାଇଁ ସୁଯୋଗ ଦେଲେ ନାହିଁ ବୋଲି କହି କକ୍ଷ ତ୍ୟାଗ କଲେ ପ୍ରଦୀପ।

ମୁଖ୍ୟମନ୍ତ୍ରୀ ଏବଂ ବାଚସ୍ପତି ନିର୍ଦେଶରେ, ମୋର ବିଧାୟକ ପାଣ୍ଠିକୁ ଖର୍ଚ୍ଚ କରେଇ ନ ଦେବାକୁ ଜିଲ୍ଲାପାଳଙ୍କୁ ନିଦେ୍ର୍ଦଶ ଦେଇଥିବା ଅଭିଯୋଗ କରିଛନ୍ତି । ବାଚସ୍ପତିଙ୍କ ଓଡିଶାବାସୀଙ୍କ ସ୍ୱାର୍ଥ ସପକ୍ଷରେ ଥିବା ଜଣାପଡ଼ୁନାହିଁ । ଜଣେ ସଦସ୍ୟଙ୍କୁ କହିବାକୁ ନ ଦେବା ଗୃହର ଅପମାନ । ମୁଖ୍ୟମନ୍ତ୍ରୀ ଏବଂ ବାଚସ୍ପତି ମୋ ନିର୍ବାଚନୀ ଜିଲ୍ଲାରୁ ଆସୁଛନ୍ତି, ମୁଁ ଭାବୁଛି ମୋତେ ପକ୍ଷପତିତା କରାଯାଇ ମୋର ବିଧାୟକ ପାଣ୍ଠିକୁ ଖର୍ଚ୍ଚ କରେଇ ନ ଦେବାକୁ ଜିଲ୍ଲାପାଳଙ୍କୁ ନିଦେ୍ର୍ଦଶ ଦେଇଛନ୍ତି । ଉଦେଶ୍ୟମୂଳକ ଭାବେ ଗୋପାଳପୁର ଉନ୍ନତି କାର୍ଯ୍ୟକ୍ରମ କରେଇ ଦିଆଯାଉ ନାହିଁ । ପରିସ୍ଥିତି ଉପରେ ନିର୍ଭର କରୁଛି ଆସନ୍ତାକାଲି ଗୃହରେ ଯୋଗ ଦେବି କି ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ