Masthead

ବିଜେଡି ସରକାରରେ ସାଧରଣ ଲୋକ ସୁରକ୍ଷିତ ନୁହେଁ : ବିଜେପି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୮ ରେ ବିଧାନସଭା ଘେରାଉ କରିବ ବିଜେପି ଯୁବ ମୋର୍ଚ୍ଚା। ରାଜ୍ୟରେ ଆଇନ ଶୃଖଂଳା ବିପର୍ଯ୍ୟସ୍ତ ସ୍ଥିତିକୁ ନେଇ ବିଧାନସଭା ଘେରାଉ ହେବ। ନବ ଦାସଙ୍କ ହତ୍ୟାକାଣ୍ଡ ଘଟଣାରେ ଯେ ପର୍ଯ୍ୟନ୍ତ ପର୍ଦ୍ଦାଫାସ ନ ହୋଇଛି ବିଜେପି ଯୁବ ମୋର୍ଚ୍ଚା ଆନ୍ଦୋଳନ ଜାରି ରଖିବ। ଆଗାମୀ ଦିନରେ ଏହି ଆନ୍ଦୋଳନ ଆହୁରି ତୀବ୍ର ହେବ ବୋଲି ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି ବିଜେପି ଯୁବ ମୋର୍ଚ୍ଚା ସଭାପତି ଇରାଶିଷ ଆଚାର୍ଯ୍ୟ ।

୨୩ ବର୍ଷ ହେବ ବିଜେଡି ସରକାରରେ ସାଧରଣ ଲୋକ ସୁରକ୍ଷିତ ନୁହେଁ । ନବ ଦାସଙ୍କ ଘଟଣାରେ ଅଯଥା ବୟାନ ଦେଇକୁ ବିଧାନସଭାକୁ ବିଭ୍ରାନ୍ତି କରୁଛନ୍ତି। ବିଧାନସଭା ଆରମ୍ଭରୁ ନୂଆ ନୂଆ ଫଟୋ ଆଉ ଭିଡ଼ିଓ ଆସୁଛି। ତେଣୁ ବିଧାନସଭା ଭିତରେ ବିଜେପି ବିଧାୟକମାନେ ପ୍ରତିବାଦ କରୁଥିବା ବେଳେ ବିଜେପି ଯୁବ ମୋର୍ଚ୍ଚା ବିଧାନସଭା ବାହାରେ ସରକାରଙ୍କୁ ଘେରିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?