Masthead

ହକି ବିଶ୍ୱକପ ପରିଚାଳନାରେ ଖର୍ଚ୍ଚ ୭୫ କୋଟି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ହକି ବିଶ୍ୱକପ ପରିଚାଳନା ପାଇଁ ରାଜ୍ୟ ସରକାର ୭୫ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି । ବିଶ୍ୱକପ ଆୟୋଜନ ବାବଦରେ ହୋଇଥିବା ଖର୍ଚ୍ଚର ଚୂଡ଼ାନ୍ତ ହିସାବ ହୋଇ ନାହିଁ ବୋଲି କ୍ରୀଡ଼ା ଓ ଯୁବ କଲ୍ୟାଣ ମନ୍ତ୍ରୀ ତୁଷାରକାନ୍ତି ବେହେରା କହିଛନ୍ତି । କଂଗ୍ରେସ ସଦସ୍ୟ ମଦମ୍ମଦ ମୋକିମଙ୍କ ତାରକା ପ୍ରଶ୍ନର ଉତ୍ତର ଦେଇ ମନ୍ତ୍ରୀ କହିଛନ୍ତି କଟକରେ ଅନୁଷ୍ଠିତ ହକି ବିଶ୍ୱକପ ଉଦଘାଟନୀ ଉସôବ ଭାରତୀୟ ହକି ମହାସଙ୍ଘ ପକ୍ଷରୁ ଆୟୋଜିତ ହୋଇଥିଲା । ସମସ୍ତ ଖର୍ଚ୍ଚ ହକି ମହାସଙ୍ଘ ବହନ କରିଥିଲା । କଟକ ସହରକୁ ସୌନ୍ଦର୍ଯ୍ୟକରଣ ପାଇଁ କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ କୌଣସି ଅର୍ଥ ଖର୍ଚ୍ଚ କରାଯାଇନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି