Masthead

ପୱନ ଖେଡ଼ାଙ୍କୁ ମିଳିଲା ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଖେଡ଼ାଙ୍କୁ ମିଳିଲା ଅନ୍ତରୀଣ ଜାମିନ । ସୁପ୍ରିମକୋର୍ଟ ଖେଡ଼ାଙ୍କୁ ଆଶ୍ୱସ୍ତି ଦେବା ସହ ଅନ୍ତରୀଣ ଜାମିନ ଦେବା ପାଇଁ ଦ୍ୱାରକା କୋର୍ଟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । କଂଗ୍ରେସ ନେତା ପୱନ ଖେଡ଼ାଙ୍କୁ ଆସାମ ପୋଲିସ ଦିଲ୍ଲୀ ବିମାନବନ୍ଦରରେ ଗିରଫ କରିଥିଲା । ଗୁରୁବାର ପୱନ ଅନ୍ୟ ଦଳୀୟ ନେତାଙ୍କ ସହ ରାୟପୁରରେ ଆୟୋଜିତ ଅଧିବେଶନରେ ଯୋଗଦେବାକୁ ଯାଉଥିଲେ। ଦିଲ୍ଲୀ ବିମାନବନ୍ଦରରେ ତାଙ୍କୁ ଗିରଫ କରାଯାଇଥିଲା। ଗିରଫ ପରେ ପୋଲିସ ପ୍ରଥମେ ପୱନ ଖେଡାଙ୍କ ଚିକିତ୍ସା ଶେଷ କରି ସୁପ୍ରିମକୋର୍ଟରେ ହାଜର କରିଥିଲା । ଯେଉଁଠାରେ ଏହି ମାମଲାର ଶୁଣାଣି ଚାଲିଥିଲା। ଶୁଣାଣି ପରେ ସୁପ୍ରିମକୋର୍ଟ ଖେଡ଼ାଙ୍କୁ ଆଶ୍ୱସ୍ତି ଦେଇଛନ୍ତି ଏବଂ ଅନ୍ତରୀଣ ଜାମିନ ପ୍ରଦାନ କରିବାକୁ ଦ୍ୱାରକା କୋର୍ଟକୁ ନିର୍ଦ୍ଦେଶ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ