Masthead

ପୁଅକୁ ନେଇ ନବୀନଙ୍କୁ ଭେଟାଇଲେ ସୁର, ସାଙ୍ଗରେ ଥିଲେ 5-ଟି ସଚିବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜନୀତିରେ ଏକାଥରେ ଏଂଟ୍ରି କରିବେ ସୁରଙ୍କ ଦୁଇ ପୁଅ । ଜଣେ ଲଢିବେ ଲୋକସଭା, ଜଣେ ବିଧାନସଭା । ଏକଥା ଘୋଷଣା କରି ଆଉ ନିର୍ବାଚନ ଲଢିବେ ନାହିଁ ବୋଲି କହିଛନ୍ତି ଜଟଣୀ ବିଧାୟକ । ତେବେ ଏହି ଘୋଷଣାର ଠିକ୍ ପୂର୍ବରୁ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ସୁର ରାଉତରାୟ । ପାଖରେ ଥିଲେ ୫-ଟି ସଚିବ ଭି.କେ ପାଣ୍ଡିଆନ । ସୁରଙ୍କ ସାଙ୍ଗରେ ଥିଲେ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟ । ତେବେ ଏହି ସାକ୍ଷାତକୁ ନେଇ ବିଧାୟକ କହିଛନ୍ତି, ଏହା ରାଜନୈତିକ ନୁହେଁ, ସଂପୂର୍ଣ୍ଣ ସୌଜନ୍ୟମୂଳକ । ବଡ଼ ପୁଅ ପର୍ବତ ଆରୋହଣରେ ସଫଳତା ହାସଲ କରିଛି । ସେହି ବିଷୟରେ ଆଲୋଚନା ହେଲା । ମୁଁ କଂଗ୍ରେସରେ ଅଛି । ପିଲାମାନେ ବି କଂଗ୍ରେସରେ ରହିବେ । ଜଟଣୀରୁ ସାନ ପୁଅ ମନ୍ମଥ ଲଢିବେ ବୋଲି ସେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ