Masthead

ବଜେଟ ଅଧିବେଶନର ଚତୁର୍ଥ ଦିନ, ଆରମ୍ଭରୁ ହଟ୍ଟଗୋଳ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନର ଚତୁର୍ଥ ଦିନ । ଆରମ୍ଭରୁ ହଟ୍ଟଗୋଳ । ଗୃହରେ ଚାଷୀ ଆତ୍ମହତ୍ୟା ଘଟଣା ରେ ଗୃହରେ କଂଗ୍ରେସ ଓ ବିଜେପି ପକ୍ଷରୁ ହଟ୍ଟଗୋଳ । ଗୃହ ମଧ୍ୟ ଭାଗକୁ ଆସି ହଙ୍ଗାମା କରିଛନ୍ତି ବିରୋଧୀ ବିଜେପି ଓ କଂଗ୍ରେସ । ଦିନ ୧୧.୩୦ ଯାଏ ଗୃହ ମୁଲତବୀ । ବିରୋଧୀଙ୍କ ହଟ୍ଟଗୋଳ ପାଇଁ ମୁଲତବୀ ଘୋଷଣା କଲେ ବାଚସ୍ପତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼