Masthead

ଚାଷୀ ଆତ୍ମହତ୍ୟା ନେଇ ଗୃହ ହୁଲୁସ୍ତୁଲ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଧାନସଭାରେ ଆଲୋଚନା ହେଉ ଚାଷୀ ଆତ୍ମହତ୍ୟା ପ୍ରସଙ୍ଗ । ବୌଦ୍ଧ ଜିଲ୍ଲା ଚାଷୀ ଧରଣୀ ମେହେର ଧାନ ବିକି୍ର ନକରିପାରି ଆତ୍ମହତ୍ୟା କରିଛନ୍ତି । ଟୋକନ ଲାପ୍ସ ହୋଇଯିବାରୁ ୫୬ କ୍ୱିଇଣ୍ଟାଲ ଧାନ ମଣ୍ଡିରେ ବିକ୍ରି କରିପାରିଲେ ନାହିଁ । ରାଜ୍ୟ ସରକାର, ଅଫିସର ମୋ କଥା ଚିନ୍ତା କରୁନାହାନ୍ତି ମୁଁ ଆତ୍ମହତ୍ୟା କରୁଛି ବୋଲି ଚାଷୀ କହିଥିବା ତାରା ପ୍ରସାଦ ବାହିନୀପତି କହିଛନ୍ତି । ୬୦ ପ୍ରତିଶତ ଚାଷୀଙ୍କ ଟୋକନ କଟିଯାଇଛି ।

ଯେଉଁମାନେ ମଣ୍ଡିକୁ ଧାନ ଆଣୁଛନ୍ତି ବୌଦ୍ଧ ଭଳି କୋରାପୁଟ, ନବରଙ୍ଗପୁର ରାୟଗଡା ଏବଂ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀ ଗଞ୍ଜାମ ଜିଲ୍ଲାରେ ମଧ୍ୟ ଧାନ କିଣା ଯାଉନାହିଁ । ୧୩୦୦ ଶହ ଟଙ୍କାରେ ଚାଷୀ ଧାନ ବିକ୍ରି କରୁଛନ୍ତି । ଚାଷୀ ଆତ୍ମହତ୍ୟା ପ୍ରସଙ୍ଗ ବିଧାସଭାରେ ଆଲୋଚନା ହେଉ ଏବଂ ତଦନ୍ତ କରାଯାଇ ମୃତ ଚାଷୀଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ଦାବି କରିଛନ୍ତି କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ