Masthead

ଲାଲୁଙ୍କୁ ମିଳିଲା ବେଲ, ରହିବେ କିନ୍ତୁ ଜେଲରେ

ପାଟଣା (ବଡ଼ ଖବର ବ୍ୟୁରୋ): ଲାଲୁଙ୍କୁ ମିଳିଲା ଜାମିନ । ରାଷ୍ଟ୍ରୀୟ ଜନତା ଦଳ ପାଇଁ ଖୁସୀ ଖବର  । ଚାରା ଘୋଟାଲା ମମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କୁ ମିଳିଛି ଜାମିନ । ଚାଇଁବାସା ଟ୍ରେଜେରୀ ମାମଲାରେ ଜାମିନ ପ୍ରଦାନ କରିଛନ୍ତି ଝାଡ଼ଖଣ୍ଡ ହାଇକୋର୍ଟ । ପୂର୍ବରୁ ତିନିଗୋଟି ମାମଲାରେ ଲାଲୁଙ୍କୁ ଜାମିନ ମିଳିସାରିଥିବା ବେଳେ ଦୁମକୋ ଟ୍ରଜେରୀ ମାମଲା ଏପର୍ଯନ୍ତ ଶୁଣାଣି ହୋଇନଥିବା କରଣରୁ ସେ ଜେଲରୁ ମୁକୁଳି ପାରିବେ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼