Masthead

ଚାନ୍ଦିପୁର ଆଇଟିଆର ତଥ୍ୟ ଲିକ୍ ଘଟଣା, ଆଇଟିଆର ସିନିୟର ଅଫିସର ଗିରଫ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ବାଲେଶ୍ଵର ଚାନ୍ଦିପୁର ଆଇଟିଆର ଗୁପ୍ତ ତଥ୍ୟ ଲିକ୍ ଘଟଣା । ଗିରଫ ହେଲେ ଆଇଟିଆର ସିନିୟର ଅଫିସର । ପାକିସ୍ତାନ ଏଜେଣ୍ଟକୁ ଦେଉଥିଲେ ତଥ୍ୟ । ହନି ଟ୍ରାପର ଶିକାର ହୋଇ ଚାନ୍ଦିପୁର ଆଇଟିଆରର ଗୁପ୍ତ ତଥ୍ୟ ପାକିସ୍ତାନକୁ ଯୋଗାଉଥିଲେ । ଏନେଇ ଆଜି ବାଲେଶ୍ଵର ଆଇଜି ସୁଧାଂଶୁ ଶେଖର ନାଲ୍ ଓ ଏସପି ସାଗରିକା ନାଥ ସୂଚନା ଦେଇଛନ୍ତି । ଗତ ୨୦୨୧ ସେପ୍ଟେମ୍ବର ୧୪ ରେ ମଧ୍ୟ ଚାନ୍ଦିପୁର ଆଇଟିଆରର ଗୁପ୍ତ ତଥ୍ୟ ଲିକ୍ କରି ୫ ଜଣ ଠିକା କର୍ମଚାରୀ ଗିରଫ ହୋଇଥିବା ବେଳେ ଏବେ ଆଇଟିଆରର ବଡ଼ ଟେକ୍ନିକାଲ ଅଫିସର ଧରା ପଡ଼ି ଗିରଫ ହେବା ପ୍ରଥମ କଥା । ତେବେ ଗିରଫ ହୋଇଥିବା ଅଫିସର ଜଣକ ଦୀର୍ଘ ଏକ ବର୍ଷ ଧରି ପାକିସ୍ତାନ ର ଜଣେ ହନି ଟ୍ରାପ୍ ସହ ଭିଡ଼ିଓ ବାର୍ତ୍ତାଳାପ କରିବା ଏବଂ ମନି ଟ୍ରାଞ୍ଜାକ୍ସନ କରିଥିବା କଥାକୁ ବର୍ତ୍ତମାନ ଗୁପ୍ତ ରଖାଯାଇଛି । ଗିରଫ ହୋଇଥିବା ଅଫିସର ଜଣକ ହ୍ୱାଟ୍ସଆପ ଜରିଆରେ ଅଶ୍ଳୀଳ ଚାଟ ମଧ୍ୟ କରିଥିବା କିଛି ତଥ୍ୟ ଜବତ ହୋଇଥିବା ମୋବାଇଲ ରୁ ବହୁ ଗୁରୁତ ପୂର୍ଣ୍ଣ ତଥ୍ୟ ରହିଛି । ସବୁଠାରୁ ବଡ଼ କଥା ଯେ ଗିରଫ ଅଫିସର୍ ଜଣକୁ ଆଇଟିଆର ର ଆଉ କେହି ସାହାଯ୍ୟ କରୁଥିଲେ କି ନାହିଁ ଯାହା ଏବେ ତଦନ୍ତ ଭୁକ୍ତ ରହିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ