Masthead

ଏସଏଚଜି ଗ୍ରୁପକୁ ମିଳିବ ସ୍କୁଟି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟ ବଜେଟ ୨୦୨୩-୨୪ରେ ମିଶନ ଶକ୍ତିକୁ ରାଜ୍ୟ ସରକାରଙ୍କ ଗୁରୁତ୍ୱ । ଗମନାଗମନ ସଶକ୍ତିକରଣ ପାଇଁ ନୂଆ ଯୋଜନା । ମିଶନ ଶକ୍ତି ସ୍କୁଟର ଯୋଜନାରେ ମିଳିବ ସ୍କୁଟର । ଇମ୍ୟୁନିଟି ସପୋର୍ଟ ଷ୍ଟାପ ଓ ଇସି ସଦସ୍ୟଙ୍କୁ ମିଳିବ ସ୍କୁଟର । ଏହି ଯୋଜନା ଅଧିନରେ ସ୍କୁଟର କ୍ରୟ ପାଇଁ ନିଆଯାଇଥିବା ବ୍ୟାଙ୍କ ଋଣ ଉପରେ ସମ୍ପୂର୍ଣ୍ଣ ସୁଧ ରିହାତି ପ୍ରସ୍ତବ ଦିଆଯାଉଛି । ଏଥି ପାଇଁ ୫୦ କୋଟି ଟଙ୍କାର ବ୍ୟୟ ବରାଦ ହୋଇଛି । ମିଶନ ଶକ୍ତି ପାଇଁ ୨ ହଜାର ୫୫୪ କୋଟି ଟଙ୍କା ବ୍ୟୟ ବରାଦ ହୋଇଛି । ଏହା ଗତ ଆର୍ଥିକ ବର୍ଷର ବ୍ୟୟ ବରାଦଠାରୁ ୨୭ ପ୍ରତିଶତ ଅଧିକ ।

ଏହି ବଜେଟରେ ଜାତୀୟ ଗ୍ରାମୀଣ ଜୀବିକା ମିଶନ ଅଧିନରେ ୯ ଶହ ୯୬ କୋଟି ଟଙ୍କା, ମିଶନ ଶକ୍ତି କାର୍ଯ୍ୟକ୍ରମ ଅଧିନରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଓ ତାଙ୍କର ମହାସଂଘ ପାଇଁ ଆର୍ଥିକ ସହାୟତା ବାବଦରେ ୯ ଶହ ୮୯ କୋଟି ଟଙ୍କା, ମିଶନ ଶକ୍ତି ଗୃହ ନିର୍ମାଣ ପାଇଁ ୩ଶହ ୨୦ କୋଟି ଟଙ୍କା, ଜିଲ୍ଲା ମାନଙ୍କରେ କ୍ଷୁଦ୍ର ଇଣ୍ଡଷ୍ଟ୍ରିଆଲ ପାର୍କ ନିର୍ମାଣ ପାଇଁ ୧ ଶହ ୫୦ କୋଟି ଟଙ୍କା ଓବଂ ଏସଏଚଜିଙ୍କୁ ସୁଧ ରିହାତି ବାବଦରେ ୨ ଶହ ୨୦ କୋଟି ଟଙ୍କା ଅନ୍ତର୍ଭୁକ୍ତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ