Masthead

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗକୁ ୨୨ ହଜାର ୫ଶହ ୨୮ କୋଟି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସିଲା ୨୦୨୩-୨୪ ରାଜ୍ୟ ବଜେଟ । ବିଧାନସଭାରେ ବଜେଟ ୨୦୨୩-୨୪ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ରାଜ୍ୟ ବଜେଟରେ ଶିକ୍ଷାକୁ ଗୁରୁତ୍ୱ ଦେଇଛନ୍ତି ସରକାର । ଏହି ବଜେଟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପାଇଁ ୨୨ ହଜାର ୨୮ କୋଟି ଟଙ୍କାର ବ୍ୟୟ ବରାଦ ହୋଇଛି । ୨୦୨୨-୨୩ ଶିକ୍ଷା ବର୍ଷରୁ ଶ୍ରେଣୀ ଗୃହ ଭିତରେ ଓ ବାହାରେ ଛାତ୍ରଛାତ୍ରୀଙ୍କୁ ସହାୟତା କରିବା ପାଇଁ ୫ଟି ହାଇସ୍କୁଲ ରୂପାନ୍ତରୀକରଣ କାର୍ୟ୍ୟକ୍ରମ ଅଧିନରେ ଏକାଡେମିକ କ୍ୟାଲେଣ୍ଡର, ହାଉସ ସିଷ୍ଟମ ଏବଂ ସ୍କୁଲ ସ୍ତରୀୟ କ୍ଲବ ପ୍ରଚଳନ କରିବାକୁ ନିଷ୍ପତ୍ତି ନିଆଯାଇଛି ।

ଏହାସହ ୱାଚ ଓ ୱାର୍ଡ ଓ ହାଉସକିପିଂ ସେବାର ବ୍ୟବସ୍ଥା ପାଇଁ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ନିୟୋଜିତ କରାଯାଇଛି । ଏଥିପାଇଁ ୧ ଶହ ୩କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ମୋ ସ୍କୁଲ ଅଭିଯାନରେ ୭ ଲକ୍ଷ ୭୧ ହଜାର ୯ ଶହ ୩୪ ଜଣ ପୂର୍ବତନ ଛାତ୍ରଛାତ୍ରୀ ୩୧ ଜାନୁଆରୀ ୨୦୨୩ ସୁଦ୍ଧା ସାମିଲ ହେବା ୧ ଶହ ୯୬ କୋଟି ଟଙ୍କା ସହାୟତା ପ୍ରଦାନ କରିଛନ୍ତି । ସେମାନଙ୍କ ଅନୁରୂପ ଅନୁଦାନକୁ ଦୃଷ୍ଟିରେ ରଖି ସରକାର ବିଦ୍ୟାଳୟ ଗୁଡିକର ସାମଗ୍ରିକ ବିକାଶ ପାଇଁ ୩ ଶହ ୮୨ କୋଟି ଟଙ୍କା ପ୍ରଦାନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭକ୍ତଙ୍କ ପାଇଁ ଲଞ୍ଚ ହେଲା ‘ଶ୍ରୀ ଜଗନ୍ନାଥ ଧାମ୍’ ଆପ୍ 🔴 ୟୁକ୍ରେନ ଉପରେ ଋଷର ଡ୍ରୋନ-କ୍ଷେପଣାସ୍ତ୍ର ମାଡ଼ 🔴 ଛତିଶଗଡରେ ୭ ମାଓବାଦୀଙ୍କ ମୃତଦେହ ଉଦ୍ଧାର 🔴 ବକ୍ସ ଅଫିସରେ ଧମାଲ, ୨ୟ ଦିନରେ ୪୦କୋଟି ଇନକମ୍ 🔴 ପାଣି ପାଇଁ ଚିନ୍ତାରେ ପାକିସ୍ତାନ, ଭାରତକୁ ୪ଥର ଲେଖିଲାଣି ଚିଠି 🔴 ପ୍ରଭାତିଙ୍କୁ ସମୀରଙ୍କ ଖୋଲା ଚ୍ୟାଲେଞ୍ଜ 🔴 ପୁଣି ୧୦୦ କେଜି ଲୁଟ୍ ବିସ୍ଫୋରକ ଜବତ 🔴 ୧୨ନୁହେଁ ୨୦ରେ ଆସିବେ ପିଏମ୍! 🔴 ୩ ଦିନ ଯାଏଁ ଭୀଷଣ ଗୁଳୁଗୁଳି 🔴 ଭାରତକୁ ପାକିସ୍ତାନର ୪ଟି ଚିଠି 🔴 ଭକ୍ତଙ୍କ ପାଇଁ ଲଞ୍ଚ ହେଲା ‘ଶ୍ରୀ ଜଗନ୍ନାଥ ଧାମ୍’ ଆପ୍ 🔴 ୟୁକ୍ରେନ ଉପରେ ଋଷର ଡ୍ରୋନ-କ୍ଷେପଣାସ୍ତ୍ର ମାଡ଼ 🔴 ଛତିଶଗଡରେ ୭ ମାଓବାଦୀଙ୍କ ମୃତଦେହ ଉଦ୍ଧାର 🔴 ବକ୍ସ ଅଫିସରେ ଧମାଲ, ୨ୟ ଦିନରେ ୪୦କୋଟି ଇନକମ୍ 🔴 ପାଣି ପାଇଁ ଚିନ୍ତାରେ ପାକିସ୍ତାନ, ଭାରତକୁ ୪ଥର ଲେଖିଲାଣି ଚିଠି 🔴 ପ୍ରଭାତିଙ୍କୁ ସମୀରଙ୍କ ଖୋଲା ଚ୍ୟାଲେଞ୍ଜ 🔴 ପୁଣି ୧୦୦ କେଜି ଲୁଟ୍ ବିସ୍ଫୋରକ ଜବତ 🔴 ୧୨ନୁହେଁ ୨୦ରେ ଆସିବେ ପିଏମ୍! 🔴 ୩ ଦିନ ଯାଏଁ ଭୀଷଣ ଗୁଳୁଗୁଳି 🔴 ଭାରତକୁ ପାକିସ୍ତାନର ୪ଟି ଚିଠି