Masthead

ରେଳ ଭିତ୍ତିଭୂମି ବିକାଶ ପାଇଁ ୩୨୦ କୋଟି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ରେଳ ଭିତ୍ତିଭୂମି ବିକାଶ ପାଇଁ ରାଜ୍ୟ ସରକାରଙ୍କ ବଜେଟର ବ୍ୟୟବରାଦ । ଚଳିତ ଆର୍ଥିତ ବର୍ଷରେ ଏଥିପାଇଁ ୩୨୦ ଟଙ୍କାର ବ୍ୟୟବରାଦ କରାଯାଇଛି । ଖୋର୍ଦ୍ଧାରୋଡ-ବଲାଙ୍ଗୀର, ଜୟପୁର- ନବରଙ୍ଗପୁର, ଜୟପୁର-ମାଲକାନଗିରି, ବରଗଡ-ନୂଆପଡା ନୂଆ ରେଳ ଲାଇନ ପ୍ରକଳ୍ପ ବାବଦରେ ୩୨୦ ଟଙ୍କାର ବ୍ୟୟବରାଦ ହୋଇଛି । ପ୍ରକଳ୍ପ ବାବଦରେ ଏହି ଟଙ୍କାକୁ ଖର୍ଚ୍ଚ କରାଯିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ