Masthead

ଜେଲ ଗଲେ ମେଜର

ଭୂବନେଶ୍ୱର ,(ବଡ଼ ଖବର ବ୍ୟୁରୋ): ପତ୍ନୀଙ୍କୁ ଯୌତୁକ ନିର୍ଯାତନା ସହ ହତ୍ୟା ଉଦ୍ୟମ ଅଭିଯୋଗରେ ଜଣେ ସେନା ଅଧିକରୀଙ୍କୁ ଗିରଫ କରିଛି ଭୂବନେଶ୍ୱର ମହିଳାଥାନା ପୋଲିସ । ଗିରଫ ଅଭିଯୁକ୍ତ ଜଣକ ହେଉଛନ୍ତି ମେଜର ସୌମ୍ୟରଞ୍ଜନ ପତି ।


ଫରିଦାବାଦରେ କାର୍ଯ୍ୟର ଏହି ମେଜର ସୌମ୍ୟରଞ୍ଜନ ପତି ଓ ତାଙ୍କ ପରିବାର ବିରୁଦ୍ଧରେ ନିର୍ଯାତନା ଓ ହତ୍ୟା ଭଳି ସଂଙ୍ଗିନ ଅଭିଯୋଗ କରିଛନ୍ତି ତାଙ୍କ ସ୍ତ୍ରୀ । ଏତଲା ପରେ ମେଜର ସୌମ୍ୟରଞ୍ଜନଙ୍କୁ ଗିରଫ କରି କୋର୍ଟ ଚାଲଣ କରିଛି ପୋଲିସ । ତେବେ ମାମଲାର ଶୁଣାଣି ପାଇଁ ବିଳମ୍ବିତ ରାତି ପର୍ଯନ୍ତ କୋର୍ଟ ଚାଲିଥିଲା । ସନ୍ଧ୍ୟା ୮.୩୦ରୁ ରାତି ୨ଟା ପର୍ଯ୍ୟନ୍ତ ମାମଲାର ଶୁଣାଣି କରି ଅଭିଯୁକ୍ତର ବେଲ ଆବେଦନକୁ ଖାରଜ କରିଛନ୍ତି ଭୂବନେଶ୍ୱର ଏସଡିଜେଏମ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ