Masthead

ରିମାଣ୍ଡରେ ଯିବେ ଆଇଟିଆର ସିନିୟର ଅଫିସର

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ଚାନ୍ଦିପୁର ଆଇଟିଆର ତଥ୍ୟ ଲିକ୍ ଘଟଣା । ରିମାଣ୍ଡରେ ଯିବେ ଆଇଟିଆର ସିନିୟର ଅଫିସର । ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ଯାଇଛନ୍ତି ବାବୁରାମ । ୭ ଦିନିଆ ରିମାଣ୍ଡରେ ନେବା ପାଇଁ ଆବେଦନ କରିବ ବାଲେଶ୍ଵର ପୋଲିସ । ରିମାଣ୍ଡ ଆବେଦନର ଆଜି ଶୁଣାଣି ହେବ । ପାକିସ୍ତାନ ଏଜେଣ୍ଟକୁ ଦେଉଥିଲେ ତଥ୍ୟ । ହନି ଟ୍ରାପର ଶିକାର ହୋଇ ଚାନ୍ଦିପୁର ଆଇଟିଆରର ଗୁପ୍ତ ତଥ୍ୟ ପାକିସ୍ତାନକୁ ଯୋଗାଉଥିଲେ ।

୨୦୨୧ ସେପ୍ଟେମ୍ବର ୧୪ ରେ ମଧ୍ୟ ଚାନ୍ଦିପୁର ଆଇଟିଆରର ଗୁପ୍ତ ତଥ୍ୟ ଲିକ୍ କରି ୫ ଜଣ ଠିକା କର୍ମଚାରୀ ଗିରଫ ହୋଇଥିବା ବେଳେ ଏବେ ଆଇଟିଆରର ବଡ଼ ଟେକ୍ନିକାଲ ଅଫିସର ଧରା ପଡ଼ି ଗିରଫ ହେବା ପ୍ରଥମ କଥା । ତେବେ ଗିରଫ ହୋଇଥିବା ଅଫିସର ଜଣକ ଦୀର୍ଘ ଏକ ବର୍ଷ ଧରି ପାକିସ୍ତାନ ର ଜଣେ ହନି ଟ୍ରାପ୍ ସହ ଭିଡ଼ିଓ ବାର୍ତ୍ତାଳାପ କରୁଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ