Masthead

ପୂର୍ବତନ ବ୍ଲକ ଉପାଧ୍ୟକ୍ଷଙ୍କୁ ଆକ୍ରମଣ

ସତ୍ୟଵାଦୀ (ବଡ଼ ଖବର ବ୍ୟୁରୋ): ପୂର୍ବତନ ବ୍ଲକ ଉପାଧ୍ୟକ୍ଷଙ୍କୁ ଆକ୍ରମଣ । ଗୋଡ଼ାଇ ଗୋଡ଼ାଇ ପିଟିଲେ ଗ୍ରାମବାସୀ । ସତ୍ୟଵାଦୀ ସାଣ୍ଢରା ପଂଚାୟତ ରେ ଗ୍ରାମ ସଭା ଚାଲିଥିବା ବେଳେ ତାତିଲେ ପଂଚାୟତବାସୀ । ପ୍ରଧାନମନ୍ତ୍ରୀ ଆବାସ ଯୋଜନ ଦୁର୍ନୀତିରେ ଲିପ୍ତ ଥିବା ପୂର୍ବତନ ବ୍ଲକ ଉପାଧକ୍ଷ ବିକ୍ରମ ଜେନା ଙ୍କୁ ଆକ୍ରମଣ କରିଛନ୍ତି । ଶୁକ୍ରବାର ସାଣ୍ଡରା ପଂଚାୟତରେ ଗ୍ରାମସଭା ଚାଲିଥିଲା,ସଭାରେ ଉପସ୍ଥିତ ଥିଲେ ବର୍ତ୍ତମାନ ର ବ୍ଲକ ଅଧକ୍ଷ ସୁନୀଲ କୁମାର ପଣ୍ଡା,ସତ୍ୟଵାଦୀ ବ୍ଲକ ମଣ୍ଡଳ ଉନ୍ନୟନ ଅଧିକାରୀ ଲୋଚନ ଦାସ ।

ଗ୍ରାମ ସଭାରେ ପାଖପାଖି ୩୦୦ ରୁ ଉର୍ଦ୍ଧ ଲୋକ ଉପସ୍ଥିତ ଥିଲେ।ଏହି ସଭାରେ ସରପଞ୍ଚ ଓ ସ୍ଥାନୀୟ ବାସିନ୍ଦା କହିଥିଲେ ଯେ, ପ୍ରକୃତ ଘର ଯିଏ ପାଇବା କଥା ସେମାନେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବଞ୍ଚିତ ନ ହୁଅନ୍ତୁ । ଏହି କଥାକୁ ବିକ୍ରମ ଜେନା ବିରୋଧ କରିଥିଲେ । ଯାହାକୁ ନେଇ ଗ୍ରାମବାସୀ ଓ ବିକ୍ରମ ଜେନାଙ୍କ ମଧ୍ୟରେ କଥା କଟାକାଟି ହୋଇଥିଲା । ତାପରେ ଏହା ଉଗ୍ର ରୂପ ନେଇଥିଲା । ଗ୍ରାମବାସୀ ଏକାଠି ହୋଇ ବିକ୍ରମ ଜେନା ଙ୍କୁ ନିସ୍ତୁକ ମାଡ଼ ମାରିଥିଲେ । ଯାହା ଫଳରେରେ ସାକ୍ଷୀଗୋପାଳ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା