Masthead

ବିମାନର ଜରୁରୀ ଅବତରଣ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବିମାନ ଯାତ୍ରା ସମୟରେ ମଝି ଆକାଶରେ ବିଗିଡିଲା ଯାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା । ମେଡିକାଲ ଏମର୍ଜେନ୍ସି ପାଇଁ ଭୋପାଳରେ ଅବତରଣ କଲା ଦିଲ୍ଲୀ ଯାଉଥିବା ଇଣ୍ଡିଗୋ ବିମାନ । ଗତକାଲି କେରଳର କୋଚିରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରୁଥିବା ଇଣ୍ଡିଗୋ ୬ଇ ୨୪୦୭ ବିମାନ ଭୋପାଳ ବିମାନ ବନ୍ଦରରେ ଅବତରଣ କରିଛି । ଏନେଇ ଇଣ୍ଡିଗୋ ଏୟାରଲାଇନ୍ସ ପକ୍ଷରୁ ବିବୃତ୍ତି ଜାରି କରି ସୂଚନା ଦିଆଯାଇଛି । ସୂଚନାଅନୁଯାୟୀ ଭୋପାଳରୁ ଦିଲ୍ଲୀ ଯାଉଥିବା ଇଣ୍ଡିଗୋ ବିମାନକୁ ମେଡିକାଲ ଏମରଜେନ୍ସି କାରଣରୁ ଭୋପାଳ ଡାଇଭର୍ଟ କରିବାକୁ ପଡିଛି ।ଫ୍ଲାଇଟରେ ଜଣେ ଯାତ୍ରୀ ଅସୁସ୍ଥ ଅନୁଭବ କରିବାରୁ ବିମାନର ଜରୁରୀ ଅବତରଣ କରାଯାଇଛି । ଲ୍ୟାଣ୍ଡିଂ ପରେ ଯାତ୍ରୀ ଜଣଙ୍କୁ ତୁରନ୍ତ ସୁରକ୍ଷିତ ଭାବେ ଓହ୍ଲାଇ ଦିଆଯାଇ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼