Masthead

ସାମନ୍ତରାପୁର ମିଠା ଦୋକାନୀ ହତ୍ୟା ମାମଲାରେ ପାଞ୍ଚ ଗିରଫ

ଭୂବନେଶ୍ୱର,(ବଡ଼ ଖବର ବ୍ୟୁରୋ): ସାମନ୍ତରାପୁର ମିଠା ଦୋକାନୀ ହତ୍ୟା ମାମଲା ଅଭିଯୋଗରେ ପାଞ୍ଚ ଅଭିଯୁକ୍ତଙ୍କୁ ଗିରଫ କରିଛି କମିଶନରେଟ ପୋଲିସ । ଗିରଫ ଅଭିଯୁକ୍ତ ମାନେ ହେଲେ ଦିଲ୍ଲୀପ ବେହେରା, ବଳରାମ ବେହେରା ,ସସ୍ମିତା ବେହେରା,ବିଶ୍ୱଜିତ ବାରିକ ଓ ରଶ୍ମୀରଞ୍ଜନ ବାରିକ । ଏମାନେ ସବୁ ଗୋଟିଏ ପରିବାରର ବୋଲି ପୋଲିସ କହିଛି ।

ଗତ ରବିବାରଦିନ ଭୂବନେଶ୍ୱର ସାମନ୍ତରାପୁର ଛକ ଠାରେ ଠାରେ ଘଟିଥିଲା ଏହି ବିଭତ୍ସ ହତ୍ୟାକାଣ୍ଡ । ବ୍ୟବସାୟୀକ ଶତୃତା କାରଣରୁୁ ଶମ୍ଭୁ ନାମକ ଜଣେ ମିଠା ଦୋକାନିଙ୍କୁ ବିଚ୍ ରାସ୍ତାରେ ଗୋଡାଇ ଗୋଡାଇ ହତ୍ୟା କରାଯାଇଥିଲା । ଯାହାର ପୁରା ଦୃଶ୍ୟ ସିସିଟିଭିରେ କଏଦ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିସ୍ଫୋରଣରୁ ଅଳ୍ପକେ ବର୍ତ୍ତିଲେ ଯବାନ 🔴 ପୀତବାସ ପଣ୍ଡା ହତ୍ୟା ମାମଲା, ରିମାଣ୍ଡରେ ଗଲେ ଅଭିଯୁକ୍ତ 🔴 ସୃଷ୍ଟି ହେଲା ଘୂର୍ଣ୍ଣିବଳୟ 🔴 ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 🔴 ଆଜିଠୁ ବିହାରରେ ନୀତିଶ ରାଜ୍ 🔴 ଶପଥ ନେବେ ଜୟ 🔴 ବିହାରରେ ଆଜିଠୁ ପୁଣି ନୀତୀଶ ସରକାର 🔴 ପୁଣି ଆସୁଛି ବର୍ଷା 🔴 ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର 🔴 ‘ଅସ୍ତ୍ର ଛାଡି ଆତ୍ମସମର୍ପଣ କର’ 🔴 ବିସ୍ଫୋରଣରୁ ଅଳ୍ପକେ ବର୍ତ୍ତିଲେ ଯବାନ 🔴 ପୀତବାସ ପଣ୍ଡା ହତ୍ୟା ମାମଲା, ରିମାଣ୍ଡରେ ଗଲେ ଅଭିଯୁକ୍ତ 🔴 ସୃଷ୍ଟି ହେଲା ଘୂର୍ଣ୍ଣିବଳୟ 🔴 ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 🔴 ଆଜିଠୁ ବିହାରରେ ନୀତିଶ ରାଜ୍ 🔴 ଶପଥ ନେବେ ଜୟ 🔴 ବିହାରରେ ଆଜିଠୁ ପୁଣି ନୀତୀଶ ସରକାର 🔴 ପୁଣି ଆସୁଛି ବର୍ଷା 🔴 ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର 🔴 ‘ଅସ୍ତ୍ର ଛାଡି ଆତ୍ମସମର୍ପଣ କର’