Masthead

ବିହାର ଗସ୍ତରୁ ବିଜେପି କିଛି ପାଇବ ନାହିଁ: ତେଜସ୍ୱୀ ଯାଦବ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବିଜେପିକୁ ୨୦୨୪ ପରାଜୟର ଭୟ । ଅମିତ ଶାହାଙ୍କ ବିହାର ଗସ୍ତକୁ ନେଇ କଟାକ୍ଷ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବ । ୨୦୨୪ ଲୋକସଭା ନିର୍ବାଚନରେ ବିହାରରୁ କମ୍‌ ଆସନ ପାଇବାକୁ ନେଇ ଭାଜପା ଭୟଭୀତ ହୋଇପଡ଼ିଛି, ଏଥିଲାଗି ଶାହା ବାରମ୍ବାର ବିହାର ଗସ୍ତ କରୁଛନ୍ତି ବୋଲି ତେଜସ୍ବୀ କହିଛନ୍ତି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସହ ଆମର ମହାଗଠବନ୍ଧନ ବିଜେପିର ଚିନ୍ତା ବଢ଼ାଇଦେଇଛି। ସେମାନେ ରାଜ୍ୟରେ ଆସନ ହରାଇବେ ବୋଲି ଭୟ କରୁଛନ୍ତି।

ଏଥିଲାଗି ଶାହା ବାରମ୍ବାର ବିହାର ଗସ୍ତ କରୁଛନ୍ତି। ହେଲେ ଏହି ଗସ୍ତରୁ ବିଜେପି କିଛି ପାଇବ ନାହିଁ। ଏହାଛଡ଼ା ଭାଜପା ଦଙ୍ଗା କରିବାରେ ସମ୍ପୃକ୍ତ ଥିବା ଅଭିଯୋଗ କରି ତେଜସ୍ବୀ କହିଛନ୍ତି, ଦେଶରେ ଭାଜପାର କେବଳ ଗୋଟିଏ କାମ ରହିଛି, ସେଇଟି ହେଲା ସମାଜରେ ଘୃଣାଭାବକୁ ବଢ଼ାଇବା ଏବଂ ଦଙ୍ଗା ସୃଷ୍ଟି କରିବା। ହେଲେ ଆମେ ଶାନ୍ତି ଏବଂ ସୌହାର୍ଦ୍ଦ୍ୟର ବାର୍ତ୍ତା ଦେବୁ। ସରକାର କେଉଁ କାରଣକୁ ବିହାରକୁ ପ୍ରତାରଣା କରିଛନ୍ତି ତାହା ଶାହା କହିବା ଉଚିତ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ