Masthead

୪ଦିନ ରିମାଣ୍ଡରେ ଗଲା ବାବୁରାମ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ୪ଦିନ ରିମାଣ୍ଡରେ ଗଲା ବାବୁରାମ । ଚାନ୍ଦିପୁର ଆଇଟିଆର ତଥ୍ୟ ଲିକ୍ ଘଟଣାରେ ଗିରଫ ହୋଇଥିବା ବାବୁରାମକୁ ରିମାଣ୍ଡ ନେଇଛି ବାଲେଶ୍ୱର ପୋଲିସ । ଏସଡିଜେଏମ କୋର୍ଟ ରେ ୫ଦିନ ରିମାଣ୍ଡ ପାଇଁ ଆବେଦନ କରିଥିଲା ବାଲେଶ୍ଵର ପୋଲିସ । ୫ ଦିନ ପରିବର୍ତ୍ତେ ୪ ଦିନ ମଞ୍ଜୁର କଲେ ଏସଡିଜେଏମ କୋର୍ଟ । ବାବୁରାମ ପାକିସ୍ତାନ ଏଜେଣ୍ଟକୁ ଦେଉଥିଲେ ତଥ୍ୟ ।

ହନି ଟ୍ରାପର ଶିକାର ହୋଇ ଚାନ୍ଦିପୁର ଆଇଟିଆରର ଗୁପ୍ତ ତଥ୍ୟ ପାକିସ୍ତାନକୁ ଯୋଗାଉଥିଲେ । ୨୦୨୧ ସେପ୍ଟେମ୍ବର ୧୪ ରେ ମଧ୍ୟ ଚାନ୍ଦିପୁର ଆଇଟିଆରର ଗୁପ୍ତ ତଥ୍ୟ ଲିକ୍ କରି ୫ ଜଣ ଠିକା କର୍ମଚାରୀ ଗିରଫ ହୋଇଥିବା ବେଳେ ଏବେ ଆଇଟିଆରର ବଡ଼ ଟେକ୍ନିକାଲ ଅଫିସର ଧରା ପଡ଼ି ଗିରଫ ହେବା ପ୍ରଥମ କଥା । ତେବେ ଗିରଫ ହୋଇଥିବା ଅଫିସର ଜଣକ ଦୀର୍ଘ ଏକ ବର୍ଷ ଧରି ପାକିସ୍ତାନ ର ଜଣେ ହନି ଟ୍ରାପ୍ ସହ ଭିଡ଼ିଓ ବାର୍ତ୍ତାଳାପ କରୁଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା