Masthead

ମହିଳା ଟି-୨୦ ବିଶ୍ୱକପ ଫାଇନାଲ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜି ମହିଳା ଟି-୨୦ ବିଶ୍ୱକପ ଫାଇନାଲ । ମୁହାମୁହିଁ ହେବେ ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା । ପ୍ରଥମ ଥର ପାଇଁ ଚାମ୍ପିୟନ ଲକ୍ଷ୍ୟରେ ଦକ୍ଷିଣ ଆଫ୍ରିକା । କିଏ ଜିତିବ ଟ୍ରଫି ଆଜି ମୁକାବିଲା ପରେ ସ୍ପଷ୍ଟ ହେବ । ଫାଇନାଲ୍‌ରେ ୫ ଥର ବିଶ୍ବ ବିଜେତା ଅଷ୍ଟ୍ରେଲିଆକୁ ସାମ୍‌ନା କରିବ ଦକ୍ଷିଣ ଆଫ୍ରିକା ।

ଉଭୟ ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ଗ୍ରୁପ୍‌-୧ରେ ସ୍ଥାନ ପାଇଥିଲା ବେଳେ ଦୁହେଁ ମଧ୍ୟ ଫାଇନାଲ୍‌ ଲଢ଼େଇରେ ପହଞ୍ଚିଛନ୍ତି । ଫାଇନାଲ୍‌ରେ ଶକ୍ତିଶାଳୀ ଅଷ୍ଟ୍ରେଲିଆକୁ ଟକ୍କର ଦେବାକୁ ହେଲେ ଲୌରା ଉଲ୍‌ଭର୍ଟ, ତାମିନ ବ୍ରିଟ୍‌ସ, ଅଲ୍‌ରାଉଣ୍ଡର ମାରିଜାନେ କାପ୍‌ଙ୍କୁ ଇଂଲଣ୍ଡ ବିପକ୍ଷ ସେମିଫାଇନାଲ୍‌ ପ୍ରଦର୍ଶନକୁ ଦୋହରାଇବାକୁ ପଡ଼ିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ