Masthead

ତୁର୍କୀ ଭୂମିକମ୍ପ, ୫୦ ହଜାର ଟପିଲା ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଚଳିତ ମାସ ଆରମ୍ଭରେ ତୁର୍କୀ ଏବଂ ସିରିଆରେ ହୋଇଥିବା ଭୟଙ୍କର ଭୂମିକମ୍ପରେ ମୃତ୍ୟୁସଂଖ୍ୟା ୫୦,୦୦୦ ଟପିଛି । ତୁର୍କୀରେ ହିଁ ୪୪,୨୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବାବେଳେ ସିରିଆରେ ୬,୦୦୦ ରୁ ଊର୍ଦ୍ଧ୍ବ ଲୋକଙ୍କ ଜୀବନ ଯାଇଛି । ଫେବୃଆରୀ ୬ ରେ ହୋଇଥିଲା ତୁର୍କୀ ଏବଂ ସିରିଆରେ ଦୁଇଟି ଶକ୍ତିଶାଳୀ ଭୂକମ୍ପ । ଏହି ଭୟଙ୍କର ଭୂକମ୍ପ ସବୁକିଛି ଛାରଖାର କରିଦେଇଛି ତୁର୍କୀକୁ ।

ଭୂକମ୍ପ ଯୋଗୁଁ ଘର ହରାଇ ଦେଇଥିବା ୧୫ ଲକ୍ଷ ଲୋକଙ୍କ ପାଇଁ ଘର ନିର୍ମାଣ ଯୋଜନା ଆରମ୍ଭ ହୋଇଛି। ସେପଟେ ତୁର୍କୀ ରାଷ୍ଟ୍ରପତି ତାୟିପ ଏର୍ଡୋଗାନ ବର୍ଷକ ମଧ୍ୟରେ ସବୁ ଘର ପୁନଃନିର୍ମାଣ ପାଇଁ ପ୍ରତିଶ୍ରୁତି ଦେଇଛନ୍ତି। ତୁର୍କୀ ସରକାରଙ୍କ ପ୍ରଥମ ଯୋଜନା ହେଉଛି ୨ ଲକ୍ଷ ଆପାର୍ଟମେଣ୍ଟ୍‌ ଏବଂ ୭୦ ହଜାର ଘର ନିର୍ମାଣ କରିବା। ଏଥିପାଇଁ ଆନୁମାନିକ ୧୫ ବିଲିଅନ ଡଲାର ଖର୍ଚ୍ଚ‌ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି