Masthead

ରିଲିଜ ହେଲା ଲକ୍ଷ୍ମୀ ବମର ଟ୍ରେଲର

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଖିଲାଡି ଷ୍ଟାର ଅକ୍ଷୟକୁମାରଙ୍କ ଲକ୍ଷ୍ମୀ ବମ୍ ଫିଲ୍ମୀର ଟ୍ରେଲର ରିଲଜ ହୋଇଛି । ଜବରଦସ୍ତ ହରର ସାଙ୍ଗକୁ କମେଡି ଦେଖିବାକୁ ମିଳିବ ଏହି ଫିଲ୍ମରେ । କରୋନା କାରଣରୁ ଫିଲ୍ମ ହଲ ଗୁଡିକ ବନ୍ଦ ପଡିଛି ଏଣୁ ଏହି ଫିଲ୍ମଟି ଓଟିଟି ଫର୍ମାଟରେ ରିଲିଜ ହେବ । ଏହି ଫିଲ୍ମରେ ଅକ୍ଷୟ କୁମାରଙ୍କୁ କିନ୍ନର ଭାବେ ଦର୍ଶକ ଦେଖିବାକୁ ପାଇବେ । କିନ୍ନର ଆତ୍ମା ପ୍ରବେଶ କରିବା ସହ ପ୍ରତିଶୋଧ କିପରି ନେଉଛି ତାହା ଅକ୍ଷୟ କୁମାରଙ୍କ ଅଭିନୟରେ ଦେଖିବାକୁ ପାଇବେ । ଏହି ଫିଲ୍ମରେ ଅଭିନେତ୍ରୀ କିଆରା ଆଡଭାନୀ ମଧ୍ୟ ନଜରକୁ ଆସିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ