Masthead

ନିଆଁ ଲଗାଇଲେ ଦୁବୃର୍ତ୍ତ, ଜଙ୍ଗଲ ଜଳି ଛାରଖାର

ସାହାରାପଡ଼ା(ବଡ଼ ଖବର ବ୍ୟୁରୋ):  ଜଙ୍ଗଲରେ ନିଆଁ ଲଗାଇ ଦେଲେ ଦୁର୍ବୁତ୍ତ । କେନ୍ଦୁଝର ଜିଲ୍ଲା ପାଟଣା ରେଞ୍ଜ ସାହାରପଡା ସେକ୍ସନ ଖଜୁରୀଡିହା ଗ୍ରାମ୍ୟ ଜଙ୍ଗଲ ଜଳି ଛାରଖାର ହୋଇଯାଇଛି । ବିଳମ୍ବିତ ରାତିରେ କେହି ଦୁର୍ବୁତ୍ତ ନିଆଁ ଲଗାଇ ଦେଇଥିବାରୁ ଅନେକ ମୂଲ୍ୟବାନ ଗଛ ଜଳିପୋଡି ନଷ୍ଟ ହୋଇଯାଇଛି। ଖବର ପାଇ ଘଟଣାସ୍ଥଳରେ ପାଟଣା ଅଗ୍ନିଶମ ବାହିନୀ ପହଁଚି ନିଆଁକୁ ଆୟତ୍ତ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁବନେଶ୍ୱରରେ ହେବ ଭିସା ସେଣ୍ଟର 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ଦୁଇ ସପ୍ତାହ କଲବଲ କରିବ ଜାଡ଼ 🔴 ବିଦ୍ୟାଳୟରୁ ତାଲା ଭାଙ୍ଗି ଲୁଟ୍ 🔴 ଅଡୁଆରେ ବାଣପୁର ଥାନା ପୋଲିସ 🔴 ବିପଦରେ ମେଘନାଦ ପାଚେରି 🔴 ଦିଲ୍ଲୀ ବିସ୍ଫୋରଣ ଘଟଣା, ଓଡ଼ିଶା ଲିଙ୍କ୍‌ 🔴 କଲବଲ କରୁଛି ପ୍ରବଳ ଥଣ୍ଡା 🔴 ଭୁବନେଶ୍ୱରରେ ହେବ ଭିସା ସେଣ୍ଟର 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ଦୁଇ ସପ୍ତାହ କଲବଲ କରିବ ଜାଡ଼ 🔴 ବିଦ୍ୟାଳୟରୁ ତାଲା ଭାଙ୍ଗି ଲୁଟ୍ 🔴 ଅଡୁଆରେ ବାଣପୁର ଥାନା ପୋଲିସ 🔴 ବିପଦରେ ମେଘନାଦ ପାଚେରି 🔴 ଦିଲ୍ଲୀ ବିସ୍ଫୋରଣ ଘଟଣା, ଓଡ଼ିଶା ଲିଙ୍କ୍‌ 🔴 କଲବଲ କରୁଛି ପ୍ରବଳ ଥଣ୍ଡା